ମୋତିଲାଲ ଭୋରା ହେଲେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧି ଇସ୍ତଫା ଦେବା ପରେ ବରିଷ୍ଠ ନେତା ମୋତିଲାଲ ଭୋରାଙ୍କୁ ଦଳର ଅନ୍ତରୀଣ ଅଧ୍ୟକ୍ଷ କରିବାକୁ ନିଷ୍ପତ୍ତି ନିଆଯାଇଛି। ନୂଆ କଂଗ୍ରେସ ଅଧ୍ୟକ୍ଷ ନିଯୁକ୍ତ ହେବା ଯାଏ ଶ୍ରୀ ଭୋରା ଦଳର ସବୁକଥା ବୁଝିବେ। ମୋତିଲାଲ ଭୋରେ ୨୦୧୪ରୁ ରାଜ୍ୟସଭା ସଦସ୍ୟ ରହିଛନ୍ତି। ୧୯୮୮ରେ ସେ ପ୍ରଥମଥର ରାଜ୍ୟସଭାକୁ ଯାଇଥିଲେ। ସେହିପରି ୧୯୮୫,୧୯୮୮ ଓ ୧୯୮୯ରେ ସେ କିଛି ସମୟ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। […]

wwq

Hemant Lenka
  • Published: Wednesday, 03 July 2019
  • , Updated: 03 July 2019, 04:54 PM IST

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧି ଇସ୍ତଫା ଦେବା ପରେ ବରିଷ୍ଠ ନେତା ମୋତିଲାଲ ଭୋରାଙ୍କୁ ଦଳର ଅନ୍ତରୀଣ ଅଧ୍ୟକ୍ଷ କରିବାକୁ ନିଷ୍ପତ୍ତି ନିଆଯାଇଛି। ନୂଆ କଂଗ୍ରେସ ଅଧ୍ୟକ୍ଷ ନିଯୁକ୍ତ ହେବା ଯାଏ ଶ୍ରୀ ଭୋରା ଦଳର ସବୁକଥା ବୁଝିବେ।

ମୋତିଲାଲ ଭୋରେ ୨୦୧୪ରୁ ରାଜ୍ୟସଭା ସଦସ୍ୟ ରହିଛନ୍ତି। ୧୯୮୮ରେ ସେ ପ୍ରଥମଥର ରାଜ୍ୟସଭାକୁ ଯାଇଥିଲେ। ସେହିପରି ୧୯୮୫,୧୯୮୮ ଓ ୧୯୮୯ରେ ସେ କିଛି ସମୟ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ୧୯୯୩ ମେ’ ୧୬ରୁ ୧୯୯୬ ମସିହା ମେ’ ୩ ତାରିଖ ଯାଏ ଶ୍ରୀ ଭୋରା ଉତ୍ତର ପ୍ରଦେଶର ରାଜ୍ୟପାଳ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।

Related story