ରାଜକ୍ଷମା ଖାରଜ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: ନିର୍ଭୟା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ମୁକେଶ ସିଂହର ରାଜକ୍ଷମା ପ୍ରାର୍ଥନା ଖାରଜ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଏହି ନିଷ୍ପତ୍ତିକୁ କିନ୍ତୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଦୁଷ୍କର୍ମ ମାମଲାର ଅନ୍ୟତମ ଦୋଷୀ ମୁକେଶ ସିଂହ। ସୁପ୍ରିମକୋର୍ଟ ଆସନ୍ତା ୨୭ରେ ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ରାଷ୍ଟ୍ରପତିଙ୍କ ଦ୍ୱାରା କ୍ଷମାପ୍ରାର୍ଥନା ଖାରଜ ହେବା ପରେ ସେହି ଫାଇଲକୁ ଦିଲ୍ଲୀ ସରକାରଙ୍କ ନିକଟକୁ ପଠାଇ […]

SUPREMECOURT

SUPREMECOURT

Subhransu Sekhar
  • Published: Saturday, 25 January 2020
  • Updated: 25 January 2020, 05:17 PM IST

ନୂଆଦିଲ୍ଲୀ: ନିର୍ଭୟା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ମୁକେଶ ସିଂହର ରାଜକ୍ଷମା ପ୍ରାର୍ଥନା ଖାରଜ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଏହି ନିଷ୍ପତ୍ତିକୁ କିନ୍ତୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଦୁଷ୍କର୍ମ ମାମଲାର ଅନ୍ୟତମ ଦୋଷୀ ମୁକେଶ ସିଂହ। ସୁପ୍ରିମକୋର୍ଟ ଆସନ୍ତା ୨୭ରେ ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି।

ଅନ୍ୟପଟେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ରାଷ୍ଟ୍ରପତିଙ୍କ ଦ୍ୱାରା କ୍ଷମାପ୍ରାର୍ଥନା ଖାରଜ ହେବା ପରେ ସେହି ଫାଇଲକୁ ଦିଲ୍ଲୀ ସରକାରଙ୍କ ନିକଟକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ନିର୍ଭୟା ଦୁଷ୍କର୍ମ ମାମଲାର ଦୋଷୀଙ୍କୁ ଫେବୃଆରୀ ୧ ତାରିଖରେ ଫାଶୀ ଖୁଣ୍ଟରେ ଝୁଲାଯିବ। ଏହା ପୂର୍ବରୁ ଦୋଷୀମାନେ ସମସ୍ତ ପ୍ରକାର ନ୍ୟାୟିକା ପ୍ରକ୍ରିୟାର ଆଶ୍ରୟ ନେଇ ଫାଶୀ ଦଣ୍ଡାଦେଶରୁ ବର୍ତ୍ତିବା ପାଇଁ ଚେଷ୍ଟା କରୁଥିବା ଦେଖିବାକୁ ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story