ମୁମ୍ବାଇ: ମୁମ୍ବାଇ- ପୁଣେ ଏକ୍ସପ୍ରେସୱେରେ ନଭି ମୁମ୍ବାଇଠାରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୧୭ ଜଣଙ୍କ ମୃତ୍ୟୁ ଘଟି ଥିବା ବେଳେ ୩୩ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଏମଜିଏମ୍ ଓ ଅଷ୍ଟବିନାୟକ ହସପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଭୋର ୫ଟା ୩୦ ମିନିଟରେ ଏହି ଦୁର୍ଘଟଣା ଘଟିଛି। ବସଟି ଦୁଇଟି କାରକୁ ପିଟିବା ପରେ ଭାରସାମ୍ୟ ହରାଇ ରାସ୍ତାର ପ୍ରାୟ ୨୦ ଫୁଟ ତଳକୁ ଖସିପଡ଼ିଥିଲା। ବସଟି ସତାରାରୁ ମୁମ୍ବାଇ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବଦଳିଲା ମମତାଙ୍କ ସ୍ୱର: କହିଲେ- ଆମେ କେନ୍ଦ୍ର ସହ ଅଛୁ
ସବୁ ପ୍ରସଙ୍ଗରେ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସ୍ୱର ହଠାତ ବଦଳିଛି।
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।
National
ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ
ଲୋକେ ଭୟଭୀତ ହୋଇ ପଡିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।
National
ହାତରେ ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା ଗାନ୍ଧି
ଶପଥ ଗ୍ରହଣ ସମୟରେ ପ୍ରିୟଙ୍କା ଗାନ୍ଧି କେରଳର ପାରମ୍ପରିକ କାସାଭୁ ଶାଢ଼ୀ ପିନ୍ଧିଥିବା ନଜର ଆସିଛନ୍ତି।
National
ମୋଦିଙ୍କୁ ହତ୍ୟା ପାଇଁ ଚାଲିଛି ଷଡ଼ଯନ୍ତ୍ର, ପୁଲିସ ପାଖକୁ ଆସିଲା କଲ୍
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରାଯାଉଛି ବୋଲି ଫୋନ୍ କରିଥିବା ବ୍ୟକ୍ତି ଦାବି କରିଛନ୍ତି।