ମୁମ୍ବାଇ ଦଳାଚକଟା ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା

ମୁମ୍ବାଇ: ମୁମ୍ବାଇର ଏଲଫିନ୍‌ଷ୍ଟୋନ୍‌ ରେଳ ଷ୍ଟେସନର ଫୁଟ୍ ଓଭର ବ୍ରିଜ୍‌ରେ ଆଜି ଦଳାଚକଟାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନାହିଁ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ଘୋଷଣା କରିଛନ୍ତି। ସେହିପରି […]

mumbai stampede

mumbai stampede

Rakesh Mallick
  • Published: Friday, 29 September 2017
  • Updated: 29 September 2017, 04:23 PM IST

ମୁମ୍ବାଇ: ମୁମ୍ବାଇର ଏଲଫିନ୍‌ଷ୍ଟୋନ୍‌ ରେଳ ଷ୍ଟେସନର ଫୁଟ୍ ଓଭର ବ୍ରିଜ୍‌ରେ ଆଜି ଦଳାଚକଟାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନାହିଁ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ଘୋଷଣା କରିଛନ୍ତି। ସେହିପରି ରେଲୱେ ପକ୍ଷରୁ ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ଦିଆଯିବ ବୋଲି ଘୋଷଣା କରାଯାଇଛି।

ଦୁର୍ଘଟଣା ପରେ ରେଳମନ୍ତ୍ରୀ ପିୟୁଷ ଗୋଏଲ ଘଟଣାସ୍ଥଳ ପରିଦର୍ଶନ କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପଶ୍ଚିମ ରେଲେୱର ଚିଫ୍ ସେଫଟି ଅଫିସରଙ୍କ ନେତୃତ୍ୱରେ ଏକ ଟିମ ଘଟଣାର ତଦନ୍ତ କରିବ।

ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନାହିଁ। ମିଛ ଗୁଜବରୁ ଏହି ଦୁର୍ଘଟଣା ଘଟିଥିବା କେହି କେହି କହୁଛନ୍ତି। ଆଉ କିଛି କହୁଛନ୍ତି, ବର୍ଷା ହେଥିବାରୁ ଯାତ୍ରୀମାନେ ଫୁଟ୍ ଓଭର ବ୍ରିଜ୍‌ରେ ଅପେକ୍ଷା କରିଥିଲେ। ମାତ୍ର ୧୦ ମିନିଟି ବ୍ୟବଧାନରେ ୪ଟି ଟ୍ରେନ୍‌ ଆସିଯାଥିଲା। ଟ୍ରେନ୍‌ରେ ଚଢିବାକୁ ଲୋକେ ତରତର ହେବାରୁ ଏହି ଘଟଣା ଘଟିଲା ବୋଲି ମଧ୍ୟ କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story