ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିରନ୍ତର ଭାବରେ ବଢ଼ିଚାଲିଛି। ଗତ ୨୪ ଘଣ୍ଚା ମଧ୍ୟରେ ୪୨୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକରେ ତିନି ହଜାରରୁ ଅଧିକ ରହୁଥିବା ବେଳେ ସୋମବାର ପ୍ରଥମ ଥର ପାଇଁ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଛୁଇଁଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭, ୧୫୨ ଛୁଇଁଛି। ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ଏଯାବତ ୪୪୦୨୯ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିଭଳି ୨୪ ଘଣ୍ଟା ମଧ୍ୟରେ ୧୫୫୯ ଜଣ ଆରୋଗ୍ୟ ହୋଇଛନ୍ତି। ଏବେ ଆରୋଗ୍ୟ ହାର ୨୯ ପ୍ରତିଶତରୁ ୩୧.୧୫% ହୋଇଛି। ମୋଟ୍ ୨୦,୯୧୭ ଜଣ ଆରୋଗ୍ୟ ହୋଇଥିବା କେନ୍ଦ୍ର ଯୁଗ୍ମ ସ୍ୱାସ୍ଥ୍ୟ ସଚିବ ଲବ୍ ଅଗ୍ରଓ୍ୱାଲ ସୂଚନା ଦେଇଛନ୍ତି।
https://twitter.com/ANI/status/1259798312464441347
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।