ଶପଥ ନେଲେ ମୋଦି, ଆରମ୍ଭ ହେଲା ମୋଦି ରାଜ-୨

ନୂଆଦିଲ୍ଲୀ: ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି ମୋଦି ସରକାର-୨। ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଦ୍ୱିତୀୟ ଥର ପାଇଁ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ହିଁ ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦି ହିନ୍ଦୀ ଭାଷାରେ ହିଁ ଶପଥ ଗ୍ରହଣ କରିଛନ୍ତି। ନିର୍ଦ୍ଧାରିତ ସମୟ ସନ୍ଧ୍ୟା ଠିକ୍‌ ୭ଟାରେ ମୋଦି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଶପଥ ଗ୍ରହଣ କରିଛନ୍ତି। ବ୍ରାଉନ୍‌ ଜ୍ୟାକେଟ୍‌ ଓ ଧଳା କୁର୍ତ୍ତାରେ ସମ୍ବିଧାନର […]

ee

ee

Hemant Lenka
  • Published: Thursday, 30 May 2019
  • Updated: 30 May 2019, 07:23 PM IST

Sports

Latest News

ନୂଆଦିଲ୍ଲୀ: ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି ମୋଦି ସରକାର-୨। ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଦ୍ୱିତୀୟ ଥର ପାଇଁ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ହିଁ ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦି ହିନ୍ଦୀ ଭାଷାରେ ହିଁ ଶପଥ ଗ୍ରହଣ କରିଛନ୍ତି।

ନିର୍ଦ୍ଧାରିତ ସମୟ ସନ୍ଧ୍ୟା ଠିକ୍‌ ୭ଟାରେ ମୋଦି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଶପଥ ଗ୍ରହଣ କରିଛନ୍ତି। ବ୍ରାଉନ୍‌ ଜ୍ୟାକେଟ୍‌ ଓ ଧଳା କୁର୍ତ୍ତାରେ ସମ୍ବିଧାନର ନିୟମ ଅନୁଯାୟୀ କାର୍ଯ୍ୟ କରିବେ ବୋଲି ଈଶ୍ୱରଙ୍କ ନାଁରେ ଶପଥ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ମୋଦି ଦେଶର ସେବା କରିବାକୁ ସୁଯୋଗ ମିଳିଥିବାରୁ ସେ ଗର୍ବିତ ବୋଲି ଟ୍ୱିଟ୍‌ କରି ଜଣାଇଥିଲେ।

ଦ୍ୱିତୀୟ ଥର ଐତିହାସିକ ବିଜୟ ସହ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ପ୍ରାୟ ୮ ହଜାର ଅତିଥି ଉପସ୍ଥିତ ରହିଛନ୍ତି। ଏହି ଶପଥ ଉତ୍ସବରେ ମୋଦିଙ୍କ ପରିବାର ଲୋକ ଉପସ୍ଥିତ ନଥିଲେ। ତେବେ ଟିଭିରେ ମୋଦିଙ୍କ ମା’ ଅହମ୍ମଦାବାଦଠାରେ ଏହି ଐତିହାସିକ ମୁହୂର୍ତ୍ତକୁ ଉପଭୋଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story