ହିଂସାଭାବ କମାଇବା ପାଇଁ ଦୁଇ ଦେଶର ଏନଏସଏ ମଧ୍ୟରେ ଆଲୋଚନା

ନୂଆଦିଲ୍ଲୀ:ଏକ ପାଖରେ ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଉତ୍ତେଜନା କମ କରିବା କହୁଥିବା ବେଳେ ଅନ୍ୟପଟେ ଜମ୍ମୁ-କାଶ୍ମୀରରେ ଆତଙ୍କବାଦ ଆକ୍ରମଣ ଜାରି ରହିଛି। ପାକିସ୍ତାନ ଅଧିକୃତ କାଶ୍ମୀର ଉପରେ ସର୍ଜିକାଲ ଅପରେସନ ପରେ ଏବେ ପାକିସ୍ତାନ ଏଲଓସିରେ ଲାଗି ରହିଥିବା ହିଂସାଭାବକୁ କମ୍ କରିବା ପାଇଁ ଚିନ୍ତା କରୁଛି। ସୂଚନା ମୁତାବକ ରବିବାର ପାକିସ୍ତାନ ଜାତୀୟ ସୁରକ୍ଷା କାର୍ଯ୍ୟାଳୟ ପ୍ରତିନିଧି(ଏନଏସଏ) ନାସିର ଜଞ୍ଜୁଆ ଭାରତ ସରକାରଙ୍କୁ ସୁରକ୍ଷା ପରାମର୍ଶଦାତା ଅଜୀତ ଡୋଭାଲଙ୍କ ସହ ଦୁଇ ଦେଶ ମଧ୍ୟରେ ହିଂସାଭାବ କମାଇବାକୁ ନେଇ ଆଲୋଚନା କରାଯାଇଥିଲ।। ଏହି ଆଲୋଚନା ଗତ କାଲି ରାତିରେ ବାରମୁଳାର ସେନା କ୍ୟାମ୍ପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପୂର୍ବରୁ କରାଯାଇଥିଲା।

ଆହୁରି ପଢ଼ନ୍ତୁ

ଇସ୍ତଫା ଦେଲେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରୀଶ ମୁର୍ମୂ

ଠିକ୍ ବର୍ଷକ ତଳେ ଜମ୍ମୁ କଶ୍ମୀରରୁ ହଟିଥିଲା ଧାରା ୩୭୦

ଆମେରିକା ହେଲା ରାମମୟ

ହସ୍ପିଟାଲରୁ ଅଫିସ କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପା

ଜେରାର ସମ୍ମୁଖୀନ ହେବେ ରିୟା, ଇଡି ପଠାଇଲା ସମନ

ସୁଶାନ୍ତ ପୂର୍ବତନ ମ୍ୟାନେଜର ଦିଶାଙ୍କ ଶବ ବ୍ୟବଚ୍ଛେଦରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ଓୱେସୀଙ୍କ ବାବ୍ରୀ ଟ୍ୱିଟ ପାଇଁ ଏତଲା ଦେଲା ହିନ୍ଦୁ ସେନା

ଓୱେସୀ କହିଲେ, ବାବ୍ରୀ ମସଜିଦ ଥିଲା ଓ ରହିବ

ଲୁପିନର କରୋନା ଔଷଧ, ଟ୍ୟାବଲେଟର ଦାମ ୪୯ ଟଙ୍କା

ରାମ ମନ୍ଦିର ନିର୍ମାଣ ପଛରେ ଥିବା ସେହି ୧୦ ବ୍ୟକ୍ତି, ଜାଣନ୍ତୁ ସେମାନେ କିଏ

ଭୂମି ପୂଜନ ପରେ ରାଷ୍ଟ୍ରପତିଙ୍କ ଠାରୁ ରାହୁଲ ଗାନ୍ଧି ଓ ଓୱେସୀ କ’ଣ କହିଲେ

ରେକର୍ଡ: ଦିନକରେ ୫୧ ହଜାରରୁ ଅଧିକ ସୁସ୍ଥ, ୫୨ ହଜାର ଆକ୍ରାନ୍ତ