ଫ୍ଲୋରିଡା: ନାସାର ମହାକାଶବିଜ୍ଞାନୀ ଟେରି ଭିରିଟ୍ ଙ୍କ କ୍ୟାମରାରେ କଏଦ୍ ହୋଇଛି ଭାରତର ବିଭିନ୍ନ ସହରର ଦୃଶ୍ୟ। ସେ ସହରର ରାତିର ଦୃଶ୍ୟର ଫଟୋ ଓ ଭିଡିଓକୁ ସେ ଟ୍ୱଟିର ଛାଡିଛନ୍ତି।ଏହି ଫୋଟରେ ଭାରତର ଲା଼ଇଟ ସବୁ ଚମକୁଥିବା ଦେଖିବାକୁ ମିଳିଛି। ସେ ଭାରତର ଦକ୍ଷୀଣପୂର୍ବ ଅଞ୍ଚଳକୁ ୪ଟି ସହରକୁ ଫୋକସ କରିଥିଲେ।
blob:https%3A//vine.co/82b53dfa-3227-43b3-bfbe-ba2fb22d1aec
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ବନ୍ଦ
ଏହି ମାମଲାରେ ପୁଲିସ ୧୫ ଜଣଙ୍କୁ ଗିରଫ କରିଛି।
National
ଭୟଙ୍କର ବାୟୁ ପ୍ରଦୂଷଣ, ସ୍କୁଲ ବନ୍ଦ, GRPA 4 ଲାଗୁ
ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦରୋଗ ଓ ଶ୍ୱାସ ଜନିତ ସମସ୍ୟା ଥିବା ରୋଗୀଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।