ତୃତୀୟ ଥର ପାଇଁ ରାଜଧାନୀରେ ରେକର୍ଡ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦିଲ୍ଲୀଲେ ଲଗାତର ତୃତୀୟ ଦିନ ପାଇଁ ହଜାରେରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତିନି ଦିନରେ ୩,୨୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ୧,୧୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୫୪୯ ଛୁଇଁଛି। ଏବେ ମୋଟ୍ ୧୦,୦୫୮ ଜଣ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି। ମୋଟ୍ ୮,୦୭୫ ଜଣ ଆରୋଗ୍ୟ ହୋଇଥିବା ନେଇ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। […]

coronavirus-in-asia

coronavirus-in-asia

Subhransu Sekhar
  • Published: Saturday, 30 May 2020
  • Updated: 30 May 2020, 09:21 PM IST

Sports

Latest News

ନୂଆଦିଲ୍ଲୀ: ଦିଲ୍ଲୀଲେ ଲଗାତର ତୃତୀୟ ଦିନ ପାଇଁ ହଜାରେରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତିନି ଦିନରେ ୩,୨୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ୧,୧୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୫୪୯ ଛୁଇଁଛି। ଏବେ ମୋଟ୍ ୧୦,୦୫୮ ଜଣ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି। ମୋଟ୍ ୮,୦୭୫ ଜଣ ଆରୋଗ୍ୟ ହୋଇଥିବା ନେଇ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।

ତେବେ ଦିଲ୍ଲୀରେ ୪୧୬ ଜଣଙ୍କର କରୋନାରେ ମୋଟ୍ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ କୌଣସି ଆକ୍ରାନ୍ତଙ୍କର ମୃତ୍ୟୁ ଘଟି ନାହିଁ। ଯାହାକି ଦିଲ୍ଲୀ ପାଇଁ ଆଶ୍ୱସ୍ତିକର ଖବର।

ସୂଚନାଯୋଗ୍ୟ, ଗତ ଗୁରୁବାର ପ୍ରଥମ ଥର ପାଇଁ ଦିଲ୍ଲୀରେ ଗୋଟିଏ ଦିନରେ ୧୦୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ଶୁକ୍ରବାର ୧,୧୦୬ ଜଣ ଓ ଶନିବାର ୧,୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story