କରୁଣାନିଧିଙ୍କ ପରଲୋକରେ ଦେଶବ୍ୟାପୀ ଦିନିକିଆ ଶୋକପାଳନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଡିଏମ୍‌କେ ସୁପ୍ରିମୋ ଏମ୍‌ କରୁଣାନିଧିଙ୍କ ମୃତ୍ୟୁ ପରେ କେନ୍ଦ୍ର ସରକାର ତାଙ୍କ ସମ୍ମାନାର୍ଥେ ଆଜି ଦେଶବ୍ୟାପୀ ରାଷ୍ଟ୍ରୀୟ ଶୋକ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ଦେଶର ସବୁ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଆଜି କୌଣସି ସରକାରୀ କାର୍ଯ୍ୟକ୍ରମ ନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କରୁଣାନିଧିଙ୍କ ପରଲୋକରେ ତାମିଲନାଡ଼ୁ ସରକାର ୭ ଦିନିଆ ଶୋକ ପାଳନ ପାଇଁ ଘୋଷଣା କରିଛନ୍ତି। ଆଜି […]

karuna

karuna

Ordigital Desk
  • Published: Wednesday, 08 August 2018
  • Updated: 08 August 2018, 08:44 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଡିଏମ୍‌କେ ସୁପ୍ରିମୋ ଏମ୍‌ କରୁଣାନିଧିଙ୍କ ମୃତ୍ୟୁ ପରେ କେନ୍ଦ୍ର ସରକାର ତାଙ୍କ ସମ୍ମାନାର୍ଥେ ଆଜି ଦେଶବ୍ୟାପୀ ରାଷ୍ଟ୍ରୀୟ ଶୋକ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ଦେଶର ସବୁ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। ଆଜି କୌଣସି ସରକାରୀ କାର୍ଯ୍ୟକ୍ରମ ନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

66

କରୁଣାନିଧିଙ୍କ ପରଲୋକରେ ତାମିଲନାଡ଼ୁ ସରକାର ୭ ଦିନିଆ ଶୋକ ପାଳନ ପାଇଁ ଘୋଷଣା କରିଛନ୍ତି। ଆଜି ଚେନ୍ନାଇରେ ତାଙ୍କ ଶେଷକୃତ୍ୟ ସଂପନ୍ନ ହେବ।

ଗତକାଲି ସନ୍ଧ୍ୟାରେ ଚେନ୍ନାଇର କାବେରୀ ହସ୍‌ପିଟାଲ୍‌ରେ କରୁଣାନିଧିଙ୍କ ପରଲୋକ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା।

ସେ ୫ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ୧୩ ଥର ବିଧାନସଭାକୁ ନିର୍ବାଚିତ ହୋଇ ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story