ଷ୍ଟାଲିନ୍‌ଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଏମ୍‌କେ ସୁପ୍ରିମୋ ଏମ୍.କରୁଣାନିଧିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଡିଏମ୍‌କେ ନେତା ଏମ୍.କେ.ଷ୍ଟାଲିନ୍‌ଙ୍କ ସହ ତାଙ୍କ ବାପା କରୁଣାନିଧିଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି। ୯୪ ବର୍ଷୀୟ କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଗତ କିଛଦିନ ତଳେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଉ କିଛିଦିନ ହସ୍ପିଟାଲରେ ରହିବେ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥିବା ଷ୍ଟାଲିନ୍ ନବୀନଙ୍କୁ […]

stalin

stalin

Ordigital Desk
  • Published: Tuesday, 31 July 2018
  • Updated: 31 July 2018, 08:12 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଏମ୍‌କେ ସୁପ୍ରିମୋ ଏମ୍.କରୁଣାନିଧିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଡିଏମ୍‌କେ ନେତା ଏମ୍.କେ.ଷ୍ଟାଲିନ୍‌ଙ୍କ ସହ ତାଙ୍କ ବାପା କରୁଣାନିଧିଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି। ୯୪ ବର୍ଷୀୟ କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଗତ କିଛଦିନ ତଳେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଉ କିଛିଦିନ ହସ୍ପିଟାଲରେ ରହିବେ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥିବା ଷ୍ଟାଲିନ୍ ନବୀନଙ୍କୁ ଅବଗତ କରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story