ମୁମ୍ବାଇ: ମୁମ୍ବାଇର ଏକ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ଗୁରୁବାର ପ୍ରାୟ ୧୦୦ଜଣ ଛାତ୍ରଛାତ୍ରୀ ଗୁରୁତର ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ବି ଗୁରୁତର ରହିଛି। ମହାରାଷ୍ଟ୍ରର ପଲଘାର ଜିଲ୍ଲା ଡେପୁଟି ପୋଲିସ ଚିଫ୍ ଶ୍ରୀକ୍ରିଷ୍ଣା କୋକାଟେ କହିଛନ୍ତି,“ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇ ପଡିଥିବା ୯୭ଜଣ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବହୁ ଛାତ୍ରଛାତ୍ରୀ ଅବସ୍ଥା ଗୁରୁତର ରହିଛି। ଏକ ଟିମ୍ ସ୍କୁଲକୁ ଯାଇ ଯାଞ୍ଚ କରିବା ସହ ଖାଦ୍ୟ ନମୂନା ସଂଗ୍ରହ କରିଛି। ଯାଞ୍ଚ ପରେ ଖାଦ୍ୟରେ ବିଷକ୍ରିୟା ହୋଇଛି କି ଅନ୍ୟ କିଛି କାରଣ ରହିଛି ତାହା ସ୍ପଷ୍ଟ ହେବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।