୨୧ ଲକ୍ଷ ନିକଟରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୯୩୩ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପୁଣିଥରେ ଦେଶରେ ୨୪ ଘଣ୍ଟାରେ ୬୦ ହଜାରରୁ ଅଧିକ ଲୋକଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏଥିସହ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧ ଲକ୍ଷ ନିକଟରେ ପହଞ୍ଚି ଯାଇଛି। କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦେଶରେ ୬୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହେବା ସମସ୍ତଙ୍କର ଚିନ୍ତା ବଢ଼ାଇ ଦେଇଛି। ସେହିପରି କ୍ରମାଗତ ୯ମ ଦିନ ପାଇଁ ଭାରତରେ […]

y

y

Hemant Lenka
  • Published: Saturday, 08 August 2020
  • Updated: 08 August 2020, 01:41 PM IST

Sports

Latest News

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପୁଣିଥରେ ଦେଶରେ ୨୪ ଘଣ୍ଟାରେ ୬୦ ହଜାରରୁ ଅଧିକ ଲୋକଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏଥିସହ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧ ଲକ୍ଷ ନିକଟରେ ପହଞ୍ଚି ଯାଇଛି। କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦେଶରେ ୬୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହେବା ସମସ୍ତଙ୍କର ଚିନ୍ତା ବଢ଼ାଇ ଦେଇଛି। ସେହିପରି କ୍ରମାଗତ ୯ମ ଦିନ ପାଇଁ ଭାରତରେ ୫୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଆଉ ୬୧,୫୩୭ ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦,୮୮,୦୬୧ରେ ପହଞ୍ଚି ଯାଇଛି। ସେହିପରି ଶୁକ୍ରବାର କରୋନା ଆଉ ୯୩୩ ଜଣଙ୍କ ମୁଣ୍ଡ ନେଇଛି। ଫଳରେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୨,୫୧୮କୁ ବୃଦ୍ଧି ପାଇଛି।

ତେବେ ୨୪ ଘଣ୍ଟାରେ ୪୮,୯୦୧ ଜଣ ସୁସ୍ଥ ହେବାରୁ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୩,୭୮,୧୦୫ରେ ପହଞ୍ଚି ଯାଇଛି। ଏବେ ଦେଶରେ ଆକ୍ଟିଭ କେସ ସଂଖ୍ୟା ୬,୧୯,୦୮୮ ରହିଛି। ଏହାର ଅର୍ଥ ଆରୋଗ୍ୟ ହାର ୬୭.୬୨% ରହିଛି।

ଅନ୍ୟପକ୍ଷରେ ଦେଶରେ ଏଯାଏ ୨,୩୩,୮୭,୧୭୧ ନମୁନା ପରୀକ୍ଷା କରାଯାଇଛି। କେବଳ ଗତକାଲି ୫,୯୮,୭୭୮ଟି ନମୁନା ପରୀକ୍ଷା କରାଯାଇଥିବା ଆଇସିଏମଆର ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story