ନୂଆଦିଲ୍ଲୀ: ଦେଶରେ ଏଯାବତ ୧୭,୬୫୬ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ମୃତକଙ୍କ ସଂଖ୍ୟା ୫୫୯ ଛୁଇଁଛି। ଗୋଆ, ମଣିପୁର କରୋନା ମୁକ୍ତ ବୋଲି ସଂପୃକ୍ତ ରାଜ୍ୟ ସରକାର ଘୋଷଣା କରିଛନ୍ତି। । ଏହାରି ଭିତରେ ଆଉ ଏକ ଭଲ ଖବର ଆସିଛି। ଦେଶର ମୋଟ୍ ୭୩୬ ଜିଲ୍ଲାରୁ ୩୨୫ ଜିଲ୍ଲା କରୋନା ମୁକ୍ତ ବୋଲି ଜଣାପଡ଼ିଛି। ଯାହାକି ୪୬ ପ୍ରତିଶତ ପାଖାପାଖି ୫୦ ପ୍ରତିଶତ ବୋଲି ଜଣାପଡ଼ିଛି।
ସେହିପରି ଦେଶର ୪୧୧ ଜିଲ୍ଲାରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ଟି ଜିଲ୍ଲାରେ ୧୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶର ୧୭୦ଟି ଜିଲ୍ଲା କରୋନାର ହଟସ୍ପଟ ରହିଛି। ସେଥିମଧ୍ୟରେ ଓଡ଼ିଶାର ଖୋର୍ଦ୍ଦା ଜିଲ୍ଲା ରହିଛି। ରାଜ୍ୟମାନଙ୍କ ମଧ୍ୟରୁ ମହାରାଷ୍ଟ୍ର, ଦିଲ୍ଲୀ ଓ ତାମିଲନାଡୁରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଙ୍ଗୀନ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।