କାଠମାଣ୍ଡୁ: ଭାରସାମ୍ୟ ହରାଇ ପାହାଡ଼ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍। ଏଯାଏ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା ରହିଛି। ଗତକାଲି ସଂଧ୍ୟାରେ ନେପାଳର ଅର୍ଘଖାଞ୍ଚି ଜିଲ୍ଲାର ସନ୍ଧିଖାର୍କରେ ଏହି ଦୁର୍ଘଟଣା ଘଟିଛି।
ନେପାଳ ପୁଲିସର ମୁଖପାତ୍ର ନବରାଜ ପୋଖରେଲ କହିଛନ୍ତି, ପାହାଡର ୨୪୦ ମିଟର ଉଚ୍ଚରେ ବସଟି ଯାଉଥିଲା। ରାସ୍ତା ଅଣଓସାରିଆ ଥିଲା। ବସଟି ୟୁଟର୍ଣ୍ଣ ନେବା ବେଳେ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ଆହତ ଏବଂ ମୃତକଙ୍କ ଉଦ୍ଧାର କାର୍ଯ୍ୟ ଚାଲିଛି। ଏଯାଏ ୧୮ଜଣଙ୍କ ମୃତ ଦେହ ଉଦ୍ଧାର ହୋଇଛି। ସମସ୍ତ ଆହତଙ୍କୁ ବୁଟଓ୍ୱାଲା ହସ୍ପିଟାଲକୁ ପଠାଇ ଦିଆଯାଇଛି ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।