ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ କରୋନାରେ ଆକ୍ରାନ୍ତ

ଜେରୁଜେଲମ: ମହାମାରୀ କରୋନାରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆକ୍ରାନ୍ତ ହୋଇଛନ୍ତି। ଏବେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ କରୋନାରେ ଆକ୍ରାନ୍ତ ହୋଇଥାଇପାରନ୍ତି। କାରଣ ବେଞ୍ଜାମିନଙ୍କ ସହଯୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେଣୁ ଆଗାମୀ ଦିନରେ ବେଞ୍ଜାମିନ ନେତାନ୍ୟାହୁଙ୍କ ସ୍ୱାବ ପରୀକ୍ଷା କରାଯିବ ବୋଲି ଜଣାପଡ଼ିଛି। ଇସ୍ରାଏଲର ଏହି ୭୦ ବର୍ଷୀୟ ନେତାଙ୍କ ସ୍ୱାସ୍ଥ୍ୟବସ୍ଥା ବାବଦରେ ଆଗାମୀ ଦିନରେ ଇସ୍ରାଏଲ ସ୍ୱାସ୍ଥ୍ୟମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବେଞ୍ଜାମିନଙ୍କ କାର୍ଯ୍ୟକାଳ ପକ୍ଷରୁ କୁହାଯାଇଛି। […]

israel pm

israel pm

Subhransu Sekhar
  • Published: Monday, 30 March 2020
  • Updated: 30 March 2020, 01:07 PM IST

Sports

Latest News

ଜେରୁଜେଲମ: ମହାମାରୀ କରୋନାରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆକ୍ରାନ୍ତ ହୋଇଛନ୍ତି। ଏବେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ କରୋନାରେ ଆକ୍ରାନ୍ତ ହୋଇଥାଇପାରନ୍ତି। କାରଣ ବେଞ୍ଜାମିନଙ୍କ ସହଯୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେଣୁ ଆଗାମୀ ଦିନରେ ବେଞ୍ଜାମିନ ନେତାନ୍ୟାହୁଙ୍କ ସ୍ୱାବ ପରୀକ୍ଷା କରାଯିବ ବୋଲି ଜଣାପଡ଼ିଛି।

ଇସ୍ରାଏଲର ଏହି ୭୦ ବର୍ଷୀୟ ନେତାଙ୍କ ସ୍ୱାସ୍ଥ୍ୟବସ୍ଥା ବାବଦରେ ଆଗାମୀ ଦିନରେ ଇସ୍ରାଏଲ ସ୍ୱାସ୍ଥ୍ୟମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବେଞ୍ଜାମିନଙ୍କ କାର୍ଯ୍ୟକାଳ ପକ୍ଷରୁ କୁହାଯାଇଛି।

ଇସ୍ରାଏଲ ମିଡିଆର ରିପୋର୍ଟ ଅନୁଯାୟୀ, ଗତ ସପ୍ତାହରେ ନେତାନ୍ୟାହୁ ଏବଂ ବିରୋଧୀ ଦଳର ସାଂସଦମାନେ ଏକ ସଂସଦ ଅଧିବେଶନରେ ଉପସ୍ଥିତ ଥିଲେ। ସହଯୋଗୀ ଆକ୍ରାନ୍ତ ଜଣଙ୍କ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ। କରୋନାଭାଇରସ୍ ସଙ୍କଟର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ ଶାସକ ଏବଂ ବିରୋଧୀ ଦଳର ନେତାଙ୍କୁ ଏକାଠି କରିବାକୁ ଆଲୋଚନା କରୁଥିଲେ।

ଏଯାବତ ୧୯୯ଟି ଦେଶକୁ କରୋନା ବ୍ୟାପିଛି। ସେଥିମଧ୍ୟରେ ଇସ୍ରାଏଲ ରହିଛି। ଏଯାବତ ୪,୩୪୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story