୩୧ରେ ଜମ୍ମୁ-କଶ୍ମୀର ବିଭାଜନ, ୪୮ ଘଣ୍ଟା ପାଇଁ ହାଇ ଆଲର୍ଟରେ ଦିଲ୍ଲୀ

ନୂଆଦିଲ୍ଲୀ: ଅକ୍ଟୋବର ୩୧ରେ ବିଧିବଦ୍ଧ ଜମ୍ମୁ-କଶ୍ମୀର ବିଭାଜନ ହେବ। ଏହା ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଏବଂ ଲଦାଖରେ ପରିଣତ ହେବ। ତେବେ ଏହା ପୂର୍ବରୁ ଦେଶର ରାଜଧାନୀରେ ହାଇ ଆଲର୍ଟ ଜାରି କରି ବ୍ୟାପକ ସୁରକ୍ଷା କର୍ମୀ ମୂତୟନ କରାଯାଇଛି। ଜମ୍ମୁ-କଶ୍ମୀର ବିଭାଜନକୁ ବିରୋଧ କରି କିଛି ଅଘଟଣ ହେବାନେଇ ଗୁଇନ୍ଦା ସୂଚନା ରହିଥିବାରୁ ଏହାର ଆଧାରରେ ଏଭଳି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସଦ୍ୟ ମିଳିଥିବା ସୂଚନା ଅନୁଯାୟୀ, ବେଶ୍‌ କିଛି ଆତଙ୍କବାଦୀ ସଂଗଠନ […]

kashmir

kashmir

Subrat Kumar Nayak
  • Published: Tuesday, 29 October 2019
  • Updated: 29 October 2019, 08:41 PM IST

Sports

Latest News

ନୂଆଦିଲ୍ଲୀ: ଅକ୍ଟୋବର ୩୧ରେ ବିଧିବଦ୍ଧ ଜମ୍ମୁ-କଶ୍ମୀର ବିଭାଜନ ହେବ। ଏହା ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଏବଂ ଲଦାଖରେ ପରିଣତ ହେବ। ତେବେ ଏହା ପୂର୍ବରୁ ଦେଶର ରାଜଧାନୀରେ ହାଇ ଆଲର୍ଟ ଜାରି କରି ବ୍ୟାପକ ସୁରକ୍ଷା କର୍ମୀ ମୂତୟନ କରାଯାଇଛି। ଜମ୍ମୁ-କଶ୍ମୀର ବିଭାଜନକୁ ବିରୋଧ କରି କିଛି ଅଘଟଣ ହେବାନେଇ ଗୁଇନ୍ଦା ସୂଚନା ରହିଥିବାରୁ ଏହାର ଆଧାରରେ ଏଭଳି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ସଦ୍ୟ ମିଳିଥିବା ସୂଚନା ଅନୁଯାୟୀ, ବେଶ୍‌ କିଛି ଆତଙ୍କବାଦୀ ସଂଗଠନ ଜମ୍ମୁ-କଶ୍ମୀରରେ ହିଂସାକାଣ୍ଡ ଏବଂ ଆତଙ୍କବାଦୀ ହମ୍‌ଲା ଘଟାଇବାର ଅଛି।

ଗୁଇନ୍ଦା ସୂଚନା ଅନୁଯାୟୀ ଏହି ଟାର୍ଗେଟ୍‌ରେ ନୂଆଦିଲ୍ଲୀ ମଧ୍ୟ ରହିଛି। ଆତଙ୍କବାଦୀଙ୍କ ଆକ୍ରମଣ ତାଲିକାରେ ବେଶ୍‌ କିଛି ସରକାରୀ ଅନୁଷ୍ଠାନ, କାର୍ଯ୍ୟାଳୟ ଏବଂ ଗୁରୁତ୍ୱପୂର୍ଣ୍ଣ ଓ ଜନଗହଳିପୂର୍ଣ୍ଣ ସ୍ଥାନ ରହିଛି। ବିଭିନ୍ନ ସୁରକ୍ଷାବାହିନୀଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି। ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନ ଏବଂ ଗୁରୁତ୍ୱପୂର୍ଣ୍ଣ କୋଠା ସବୁରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ ଯେ, ଅକ୍ଟୋବର ୩୧ରେ ଜମ୍ମୁ-କଶ୍ମୀର ବିଭାଜନ ସହ ପ୍ରଥମ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ସିଂହ ଏହାର ଦାୟିତ୍ୱ ନେବେ। ଏହାପରଠାରୁ ଜମ୍ମୁ-କଶ୍ମୀର ଏକ ରାଜ୍ୟ ବଦଳରେ କେନ୍ଦ୍ରଶାସିତ ଅଞ୍ଚଳ ଭାବେ ପରିଚିତ ହେବ। ଏହା ଆଗରୁ ନୂଆଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣକୁ ଆଖି ଆଗରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ମଧ୍ୟ ଆଜି ଅନୁଷ୍ଠିତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story