ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ପ୍ରବଳ ବର୍ଷା ହୋଇଛି। ରାଜଧାନୀର ରାଜୀବ ଚୌକ, ନୋଏଡା, ଦିଲଶାଦ ଗାର୍ଡେନ୍, ଶାଲିମାର ଗାର୍ଡେନ୍, ମୟୂର ବିହାର, ଓ ନ୍ୟୁ ଅଶୋକ ନଗର ସମେତ ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ସକାଳ ୮ଟା ୩୦ ମିନିଟ୍ ମଧ୍ୟରେ ଦିଲ୍ଲୀରେ ୪୩.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ରାସ୍ତାରେ ପାଣି ଜମି ରହିଥିବାରୁ ଗାଡି ଚଳାଚଳ ପ୍ରଭାବିତ ହୋଇଛି।
ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଗାଜିଆବାଦ, ନୋଏଡା, ଗ୍ରେଟର ନୋଏଡା, ମେରଠ, ମୋଦିନଗର, ଫରିଦାବାଦ ଓ ଗୁଡଗାଁଓ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ଆସନ୍ତା ୧୭ ଓ ୧୮ରେ ଦିଲ୍ଲୀ ସମେତ ତାର ଆଖପାଖ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିବା ସହ ଆକାଶ ମେଘାଚ୍ଛନ ରହିବ ବୋଲି ପାଣିପାଗ ବିଭାଗର ଡିଡିଜିଏମ୍ ବି.ପି. ଯାଦବ ସୂଚନା ଦେଇଛନ୍ତି। ୧୭ ତାରିଖରେ ଦିଲ୍ଲୀରେ ୩୭ ମିଲିମିଟର ବର୍ଷା ଆକଳନ କରାଯାଉଥିବା ବେଳେ ୧୮ ତାରିଖରେ ୭୬ ମିଲିମିଟର ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।