୫୦୦ କୋଟି ତଣ୍ଡ ଗଣିବ ଭକସୱାଗନ କାର କମ୍ପାନୀ

ନୂଆଦିଲ୍ଲୀ: ଜର୍ମାନୀ କାର ନିର୍ମାତା କମ୍ପାନୀ ଭକସୱାଗନକୁ ୫୦୦ କୋଟି ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ। କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଆଇନକୁ ଏହି କମ୍ପାନୀ ଜାଣିଶୁଣି ଉଲ୍ଲଂଘନ କରୁଥିବାର ପ୍ରମାଣ ମିଳିବା ପରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ୨ ମାସ ମଧ୍ୟରେ ଜୋରିମାନା ପୈଠ କରିବାକୁ ଜର୍ମାନୀର ଏହି କାର କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଭକସୱାଗନ ତାର ସମସ୍ତ ଡିଜେଲ କାରରେ ପ୍ରଦୂଷଣ ମାତ୍ରାକୁ ଲୁଚାଇବାକୁ ଏକ ଠକେଇ ଯନ୍ତ୍ରାଂଶ ଲଗାଇଥିଲା। […]

rt

rt

Hemant Lenka
  • Published: Thursday, 07 March 2019
  • Updated: 07 March 2019, 04:02 PM IST

Sports

Latest News

ନୂଆଦିଲ୍ଲୀ: ଜର୍ମାନୀ କାର ନିର୍ମାତା କମ୍ପାନୀ ଭକସୱାଗନକୁ ୫୦୦ କୋଟି ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ। କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଆଇନକୁ ଏହି କମ୍ପାନୀ ଜାଣିଶୁଣି ଉଲ୍ଲଂଘନ କରୁଥିବାର ପ୍ରମାଣ ମିଳିବା ପରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ୨ ମାସ ମଧ୍ୟରେ ଜୋରିମାନା ପୈଠ କରିବାକୁ ଜର୍ମାନୀର ଏହି କାର କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଭକସୱାଗନ ତାର ସମସ୍ତ ଡିଜେଲ କାରରେ ପ୍ରଦୂଷଣ ମାତ୍ରାକୁ ଲୁଚାଇବାକୁ ଏକ ଠକେଇ ଯନ୍ତ୍ରାଂଶ ଲଗାଇଥିଲା। ପରିଣାମ ସ୍ଵରୂପ ପ୍ରଦୂଷଣ ପରୀକ୍ଷାରେ ଭକସୱାଗନ କାର ଗୁଡ଼ିକ ପାର ପାଇଯାଉଥିଲେ। ଏହି ଠକେଇ ଧରାପଡ଼ିବା ପରେ ଏନଜିଟି ଭକସୱାଗନ କମ୍ପାନୀକୁ ଜୋରିମାନା ପୈଠ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ମାମଲାରେ ନଭେମ୍ବର ୧୬, ୨୦୧୮ରେ ଏନଜିଟି ପ୍ରଥମେ ୧୦୦ କୋଟି ଟଙ୍କା ଜୋରିମାନା ଭରିବାକୁ କମ୍ପାନୀକୁ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ କମ୍ପାନୀକୁ ଜାନୁଆରୀ ୧୮, ୨୦୧୯ ପର୍ଯ୍ୟନ୍ତ ସମୟ ଦିଆଯାଇ ଥିଲା। କିନ୍ତୁ ଏନଜିଟିଙ୍କ ନିର୍ଦ୍ଦେଶକୁ ଖାତିର ନକରି କମ୍ପାନୀ କେବଳ ନିଜର ଏକ ବିଜ୍ଞପ୍ତି ପ୍ରକାଶ କରିଦେଇଥିଲା। ଏହାପରେ ଏନଜିଟି ମାମଲାର ଶୁଣାଣି କରି ଅଧିକ ଜୋରିମାନା ସହ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story