ନୂଆଦିଲ୍ଲୀ: ପୂର୍ବତନ ଆଇପିଏଲ୍ ଅଧ୍ୟକ୍ଷ ଲଳିତ ମୋଦିଙ୍କୁ ସାହାଯ୍ୟ କରି ବିରୋଧୀଙ୍କ ଟାର୍ଗେଟରେ ଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଶନିବାର ଦିଲ୍ଲୀ ଆସିଛନ୍ତି । ନୀତି ଆୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଆସିଥିବା ବସୁନ୍ଧରା ଆଜି ବିଜେପିର କିଛି ପ୍ରମୁଖ କେନ୍ଦ୍ରୀୟ ନେତାଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ବହୁଚର୍ଚ୍ଚିତ ଆଇପିଏଲ ଦୁର୍ନୀତିରେ ଅଭିଯୁକ୍ତ ଲଳିତ ମୋଦିଙ୍କ ବ୍ରିଟେନ ଭିସା ଲାଗି ଏକ ଆବେଦନକୁ ସତ୍ୟପାଠ ଜରିଆରେ ସମର୍ଥନ କରି ବସୁନ୍ଧରା ଅଡୁଆରେ ପଡିଛନ୍ତି । ଜଣେ ଅଭିଯୁକ୍ତକୁ ଅନୁକମ୍ପା ପ୍ରଦର୍ଶନ କରି ଭାରତୀୟ ଆଇନର ଉଲ୍ଲଙ୍ଘନ କରିଥିବା ବସୁନ୍ଧରା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫ। ଦେବାକୁ ବିରୋଧୀଙ୍କ ଦାବି ତୀବ୍ର ହେବାରେ ଲାଗିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।