ପାଟନା: କେନ୍ଦ୍ରମନ୍ତ୍ରୀ ଉମା ଭାରତୀ କହିଛନ୍ତି ଯେ, ନୀତିଶ କୁମାର ଦେଶର ପ୍ରଧାନମନ୍ତ୍ରୀ ହେଲେ ଦେଶରେ ଜଙ୍ଗଲରାଜ ବ୍ୟାପିଯିବ। ଆଜି ସାହେବଗଞ୍ଜଠାରେ ନ୍ୟାସନାଲ କ୍ଲିନ୍ ଗଙ୍ଗା ମିଶନ୍ ଉଦଘାଟନ ଅବସରରେ ଉମା ଏହି ମନ୍ତବ୍ୟ ଦେଇଛନ୍ତି।
ଗତବର୍ଷ ବିହାର ବିଧାନସଭା ନିର୍ବାଚନରେ ଜେଡିୟୁ ଓ ଆରଜେଡି ମଧ୍ୟରେ ମେଣ୍ଟ ହୋଇଥିଲା। ନିର୍ବାଚନୀ ପ୍ରଚାର ବେଳେ ନୀତିଶ କୁମାରଙ୍କୁ ଦେଶର ପ୍ରଧାନମନ୍ତ୍ରୀ କରାଯିବା ପ୍ରଶ୍ନର ଉତ୍ତରରେ ଲାଲୁ କହିଥିଲେ, ଏଥିରେ ଦ୍ୱିମତ ନାହିଁ ।
ନୀତିଶ ସରକାରରେ ବିଧାୟକ ଥିବା ମନୋରମା ଦେବୀଙ୍କ ପୁଅ ରକି ଜଣେ ବ୍ୟବସାୟୀଙ୍କ ପୁଅ ଆଦିତ୍ୟକୁ ହତ୍ୟା କରିବା ଘଟଣାକୁ ନେଇ ଉମା ଭାରତୀ ନୀତିଶ କୁମାରଙ୍କୁ ଟାଗେର୍ଟ କରିଥିଲେ। ସେ କହିଛନ୍ତି, “ମଦୁଆଙ୍କ ପରେ କ୍ଷମତା ନିଶାରେ ପାଗଳ ବ୍ୟକ୍ତିଙ୍କ ବିରୋଧରେ ନୀତିଶ କାର୍ଯ୍ୟାନୁଷ୍ଠାନ ନେବା ଜରୁରୀ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।