ନୂଆଦିଲ୍ଲୀ: ଫ୍ରାନ୍ସରେ ଥିବା ଭାରତୀୟ ବାୟୁସେନାର ରାଫେଲ୍ ଜେଟ୍ ଅଫିସରୁ ନିର୍ମାଣ ସଂକ୍ରାନ୍ତୀୟ ତଥ୍ୟ ଚୋରି ହୋଇନି। ଭାରତୀୟ ବାୟୁସେନାର ଏକ ଟିମ୍ ଏବଂ ଫ୍ରାନ୍ସ ସରକାରଙ୍କ ଏକ ଟିମର ମିଳିତ ତଦନ୍ତ ପରେ ଆଜି ଏହି ସୂଚନା ମିଳିଛି। ମେ’ ୨୦୧୯ରେ ଫ୍ରାନ୍ସର ରାଫେଲ କାର୍ଯ୍ୟାଳୟରୁ ତଥ୍ୟ ଚୋରି ହୋଇଥିବା ନେଇ ସୂଚନା ମିଳିବା ପରେ ବାୟୁସେନାର ଏକ ଟିମ୍ ଫ୍ରାନ୍ସକୁ ଯାଇଥିଲା ତଦନ୍ତ ପାଇଁ।
ଏହି ତଦନ୍ତକରୀ ଟିମରେ ତିନି ଜଣିଆ ସାଇବର ଫରେନସିକ୍ ଟିମ୍ ରହିଛନ୍ତି । ତଦନ୍ତ ଶେଷ ହେବା ପରେ ବାୟୁସେନା ପକ୍ଷରୁ ପ୍ରତିରକ୍ଷା ମନ୍ତ୍ରାଳୟକୁ ଏକ ରିପୋର୍ଟ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ଗତ ମାସରେ ଫ୍ରାନ୍ସରେ ଥିବା ଭାରତୀୟ ରାଫେଲ ବିମାନ ଅଫିସରେ ଜଣେ ଅଜଣା ଯୁବକ ଅଫିସର କାଚ ଭଙ୍ଗିଦେଇଥିଲା। ଏହାପରେ ଯୁବକ ଜଣଙ୍କର ଏପରି କାର୍ଯ୍ୟକୁ ନେଇ ସନ୍ଦେହ ଘନିଭୂତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।
National
୨୬ରେ ଶପଥ ନେବେ ହେମନ୍ତ ସୋରେନ୍
ଆଜି ଅପରାହ୍ନ ୪ଟାରେ ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ। ଏହା ପରେ ପୁନର୍ବାର ସରକାର ଗଠନ ପାଇଁ ଦାବି କରିବେ।
National
ମାୟାବତୀଙ୍କ ବଡ଼ ଘୋଷଣା: ଆଉ କୌଣସି ଉପନିର୍ବାଚନ ଲଢ଼ିବନି ବିଏସ୍ପି
ଉତ୍ତରପ୍ରେଦଶର ୯ଟି ବିଧାନସଭା ଆସନରୁ ଗୋଟିଏରେ ବି ଜିତି ପାରି ନାହିଁ ବିଏସ୍ପି। ବିଜେପି ୬ଟି ଆସନ ଜିତିଛି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ଦୁଇଟି ଆସନରେ ଏବଂ ଗୋଟିଏ ଆସନରେ ଆରଏଲଡି ବିଜୟୀ ହୋଇଛି।