୩ ଜଣଙ୍କୁ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର

ନୂଆଦିଲ୍ଲୀ:(ଓଡ଼ିଶା ରିପୋର୍ଟର): ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ବୈଜ୍ଞାନିକଙ୍କୁ ମିଳିତ ଭାବେ ମିଳିଲା ଏହି ପୁରସ୍କାର। ଜେମ୍ସ ପେବଲ୍ସ, ମାଇକେଲ ମେୟର, ଦିଦିଆର୍ କ୍ୱେଲୋଜଙ୍କୁ ନୋବେଲ ପୁରସ୍କାର ମିଳିବ। ସୌର ଶକ୍ତି ଗବେଷଣା କ୍ଷେତ୍ରରେ ଦିଦିଆର୍ କ୍ୱେଲୋଜ ଏବଂ ବିଶ୍ୱତତ୍ତ୍ୱ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜେମ୍ସ ପେବଲ୍ସ, ମାଇକେଲ ମେୟରଙ୍କୁ ନୋବେଲ ପୁରସ୍କାର ପାଇବା ପାଇଁ ଘୋଷଣା କରାଯାଇଛି। ଗତକାଲି ୩ ଜଣ ବୈଜ୍ଞାନିକଙ୍କୁ ମେଡିସିନ୍‌ କ୍ଷେତ୍ରରେ ଉଲ୍ଲେଖନୀୟ […]

czz-1

Tapas Behera
  • Published: Tuesday, 08 October 2019
  • , Updated: 08 October 2019, 04:38 PM IST

ନୂଆଦିଲ୍ଲୀ:(ଓଡ଼ିଶା ରିପୋର୍ଟର): ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ବୈଜ୍ଞାନିକଙ୍କୁ ମିଳିତ ଭାବେ ମିଳିଲା ଏହି ପୁରସ୍କାର। ଜେମ୍ସ ପେବଲ୍ସ, ମାଇକେଲ ମେୟର, ଦିଦିଆର୍ କ୍ୱେଲୋଜଙ୍କୁ ନୋବେଲ ପୁରସ୍କାର ମିଳିବ। ସୌର ଶକ୍ତି ଗବେଷଣା କ୍ଷେତ୍ରରେ ଦିଦିଆର୍ କ୍ୱେଲୋଜ ଏବଂ ବିଶ୍ୱତତ୍ତ୍ୱ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜେମ୍ସ ପେବଲ୍ସ, ମାଇକେଲ ମେୟରଙ୍କୁ ନୋବେଲ ପୁରସ୍କାର ପାଇବା ପାଇଁ ଘୋଷଣା କରାଯାଇଛି।

ଗତକାଲି ୩ ଜଣ ବୈଜ୍ଞାନିକଙ୍କୁ ମେଡିସିନ୍‌ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଏହି ୩ ଜଣ ହେଲେ ୱିଲିୟମ ଜି କାଇଲିନ ଜୁନିୟର, ସାର ପିଟର ଜେ ରାଟକ୍ଲିଫେ ଓ ଗର୍ଗ ଏଲ ସିମେନଜା।

Related story