ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାର ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଅଣୁସାର ଭିତ୍ତିକ ସବ୍ସିଡି ଓ ସିଟି କମ୍ପୋଷ୍ଟ୍ ଯୋଜନାକୁ ୨୦୧୯-୨୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବଳବତ୍ତର ରଖିବେ। ଅତିରିକ୍ତ ସମୟ ପାଇଁ ଏହି ଯୋଜନା ସକାଶେ କେନ୍ଦ୍ର ସରକାରଙ୍କୁ ପ୍ରାୟ ୬୨ ହଜାର କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ। ଡିବିଟି ମାଧ୍ୟମରେ ସାର କମ୍ପାନୀମାନଙ୍କୁ ସବ୍ସିଡିଯୁକ୍ତ ସାର ଯୋଗାଇବା ନିମନ୍ତେ ଏହି ଅର୍ଥ ଦିଆଯିବ। ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ଏହାକୁ ଅନୁମୋଦନ କରିଛନ୍ତି। ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କେନ୍ଦ୍ର ଯୋଜନା (ସ୍ୱାଧୀନ) ଏବଂ ରସାୟନ ଓ ସାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାଓ ଇନ୍ଦରଜିତ ସିଂ ଏହି ସୂଚନା ଦେଇଛନ୍ତି।
ସିଟି କମ୍ପୋଷ୍ଟ୍ ସ୍କିମ୍ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ସହରାଞ୍ଚଳରେ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକୁ ସମର୍ଥନ ଦେବାଲାଗି ସିଟି କମ୍ପୋଷ୍ଟ ସ୍କିମ୍ ଆରମ୍ଭ କରାଯାଇଛି। ଆଖପାଖ ଅଞ୍ଚଳର ଚାଷୀଙ୍କୁ ଏହି କମ୍ପୋଷ୍ଟ୍ ଖତ ରିହାତି ଦରରେ ଯୋଗାଇଦେବାର ବ୍ୟବସ୍ଥା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ସ୍ପେସ ଡକିଂ କ୍ଷେତ୍ରରେ ଇତିହାସ ରଚିବ ଇସ୍ରୋ, ୩ ମିଟର ଟ୍ରାଏଲ୍ ସଫଳ
ରାତି ୨ଟା ବେଳେ ୨ଟି ଉପଗ୍ରହ ମଧ୍ୟରେ ଦୂରତା ୧୦୫ ମିଟର ଥିଲା।
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।