ଏଣିକି ଟ୍ରେନରେ ଯାତ୍ରୀ ପାଇବେ ମସାଜ୍ ସେବା

ନୂଆଦିଲ୍ଲୀ: ମୋଦିଙ୍କ ଦ୍ୱିତୀୟ ସରକାର ଟ୍ରେନଯାତ୍ରୀଙ୍କ ଯାତ୍ରାକୁ ଆହୁରି ଆରାମଦାୟକ କରିବାକୁ ଯାଉଛନ୍ତି। ପ୍ରଥମଥର ପାଇଁ ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଟ୍ରେନରେ ମସାଜ ସେବା ଦେବାକୁ ବ୍ୟବସ୍ଥା କରୁଛନ୍ତି। ଯାତ୍ରୀ ଉଭୟ ପାଦ ଓ ମୁଣ୍ଡର ମସାଜ୍ ସେବା ପାଇବେ। ଏଥିପାଇଁ ୧୦୦ ଟଙ୍କାର ଟିକଟ ବ୍ୟତୀତ ଅତିରିକ୍ତ ଦେୟ ଦେବାକୁ ପଡ଼ିବ ବୋଲି ଜଣାପଡ଼ିଛି। କିନ୍ତୁ ଏହି ସେବା ବୋର୍ଡିଂ ଟିକଟ ଧାରୀଙ୍କ ପାଇଁ କେବଳ ଉପଲବ୍ଧ ହେବ। ପ୍ରାଥମିକ ଭାବରେ ୩୯ଟି ଟ୍ରେନରେ […]

train

train

Subhransu Sekhar
  • Published: Saturday, 08 June 2019
  • Updated: 08 June 2019, 07:00 PM IST

ନୂଆଦିଲ୍ଲୀ: ମୋଦିଙ୍କ ଦ୍ୱିତୀୟ ସରକାର ଟ୍ରେନଯାତ୍ରୀଙ୍କ ଯାତ୍ରାକୁ ଆହୁରି ଆରାମଦାୟକ କରିବାକୁ ଯାଉଛନ୍ତି। ପ୍ରଥମଥର ପାଇଁ ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଟ୍ରେନରେ ମସାଜ ସେବା ଦେବାକୁ ବ୍ୟବସ୍ଥା କରୁଛନ୍ତି। ଯାତ୍ରୀ ଉଭୟ ପାଦ ଓ ମୁଣ୍ଡର ମସାଜ୍ ସେବା ପାଇବେ। ଏଥିପାଇଁ ୧୦୦ ଟଙ୍କାର ଟିକଟ ବ୍ୟତୀତ ଅତିରିକ୍ତ ଦେୟ ଦେବାକୁ ପଡ଼ିବ ବୋଲି ଜଣାପଡ଼ିଛି। କିନ୍ତୁ ଏହି ସେବା ବୋର୍ଡିଂ ଟିକଟ ଧାରୀଙ୍କ ପାଇଁ କେବଳ ଉପଲବ୍ଧ ହେବ।

ପ୍ରାଥମିକ ଭାବରେ ୩୯ଟି ଟ୍ରେନରେ ଏହି ସୁବିଧା ଉପଲବ୍ଧ ହେବ ବୋଲି ମଧ୍ୟପ୍ରଦେଶ ଇନ୍ଦୋର ରେଲଓ୍ୱେ ଷ୍ଟେସନର ଜଣେ ରେଳ ଅଧିକାରୀ ସୂଚନା ଦେଇଛନ୍ତି। ଟ୍ରେନରେ ଏପରି ସେବା ଯୋଗାଇବା ପାଇଁ ପ୍ରଥମେ ଦେଶର ପଶ୍ଚିମ ରେଳ ଜୋନର ରତଲାମ ଡିଭିଜନ୍ ପ୍ରସ୍ତାବ ଦେଇଥିଲା ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି।

ଏହି ସେବା ଦ୍ୱାରା ରେଳଯାତ୍ରା ଆରାମଦାୟକ ହେବ। ତା' ସହିତ ଭାରତୀୟ ରେଳ ବାର୍ଷିକ ୨୦ ଲକ୍ଷରୁ ଅଧିକ ରୋଜଗାର କରିବ ବୋଲି ଆକଳନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story