ଜିରୁଜିଲାମ୍: ଇସରାଇଲର ଇନଟେରିଅ ମନ୍ତ୍ରୀ ସିଲଭନ ସାଲୋନଙ୍କ ପତ୍ନୀ ଯୋଡି ମଜିସ୍ ଆମେରିକାର ରାଷ୍ଟ୍ରପତି ଓବାମାଙ୍କୁ ଆପତ୍ତିଜନକ ଟୁଇଟ କରି କ୍ଷମା ମାଗିଛନ୍ତି। ଓବାମାଙ୍କ ବ୍ଲାକ କଫିକୁ ନେଇ ସେ ସୋସିଆଲ ମିଡିଆରେ ଆପତ୍ତିଜନକ ଟୁଇଟ୍ କରିଥିଲେ। ଏହି ଟୁଇଟ ପାଇଁ ତାଙ୍କୁ ବିଭିନ୍ନ ମହଲରୁ ସମାଲୋଚନାର ଶିକାର ହେବାକୁ ପଡିଥିଲା। ପରେ ସେ କରିଥିବା ଟୁଇଟକୁ ଡିଲିଟ କରିଦେବା ସହ କ୍ଷମା ପ୍ରାର୍ଥନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀରେ ହେବ କୃତ୍ରିମ ବର୍ଷା! କେନ୍ଦ୍ରକୁ ଚିଠି ଲେଖିଲେ ପରିବେଶ ମନ୍ତ୍ରୀ
ପ୍ରଦୂଷଣରୁ ମୁକ୍ତି ପାଇଁ କୃତ୍ରିମ ବର୍ଷା କରାଇବାକୁ ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡିଛନ୍ତି।
National
METAକୁ CCIର ଛାଟ, ୨୧୩ କୋଟିର ଫାଇନ୍ ଲଗାଇଲା ଭାରତ
ହ୍ୱାଟସ୍ ଆପ୍ ସହ ଜଡିତ ପ୍ରାଇଭେସି ପଲିସିର ଅପବ୍ୟବହାର କରାଯାଇଥିବା ଅଭିଯୋଗରେ ଭାରତର କମ୍ପିଟିସନ୍ କମିସନ ଅଫ୍ ଇଣ୍ଡିଆ (CCI) ମେଟା ଉପରେ ୨୧୩.୧୪ କୋଟି ଟଙ୍କାର ଜରିମାନା ଲଗାଇଛି।
National
ବୁଥ ମୁହାଁ ପୋଲିଂ ପାର୍ଟି, ଆସନ୍ତାକାଲି ମହାରାଷ୍ଟ୍ର ବିଧାନସଭା ଭୋଟ୍
ଆସନ୍ତାକାଲି ମହାରାଷ୍ଟ୍ର ବିଧାନସଭାର ସମସ୍ତ ୨୮୮ ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ।
National
ସ୍ୱର୍ଣ୍ଣ ମନ୍ଦିରରେ ରାହୁଲ, VIP ଟ୍ରିଟ୍ମେଣ୍ଟକୁ ନେଇ ଉଠିଲା ପ୍ରଶ୍ନ
ଧାଡ଼ିରେ ଠିଆ ହୋଇଥିବା ଲୋକଙ୍କୁ ସାଇଡ୍ କରି ରାହୁଲ ଗାନ୍ଧିଙ୍କୁ ଆଗକୁ ବଢ଼ିବାକୁ ଦିଆଯାଇଥିଲା ଏବଂ ତାଙ୍କୁ ପୃଥକ ଭାବରେ ଦର୍ଶନ ଦିଆଯାଇଥିବା ନେଇ ଜଣେ ଶ୍ରଦ୍ଧାଳୁ ପ୍ରଶ୍ନ ଉଠାଇଛନ୍ତି।