ନୂଆଦିଲ୍ଲୀ: ଜମି ଅଧିଗ୍ରହଣ ବିଲ୍ ଓ ୱାନ୍ ରାଙ୍କ୍ ୱାନ୍ ପେନସନ ପ୍ରସଙ୍ଗକୁ ନେଇ ଆସନ୍ତା ଅକ୍ଟୋବର ୨ ତାରିଖରୁ ଅନଶନରେ ବସିବେ ସମାଜସେବୀ ଅନ୍ନା ହଜାରେ। ଅନିର୍ଦ୍ଦିଷ୍ଟ କାଳ ପାଇଁ ସେ ଅନଶନରେ ବସିବେ। ବୁଧବାର ଅନ୍ନା ହଜାରେ ନିଜେ ଏହି ଘୋଷଣା କରିଛନ୍ତି। ଦିଲ୍ଲୀର ରାମଲୀଳା ମୈଦାନରେ ସେ ଏହି ଅନଶନ କରିବେ। ସେ ଜମି ଅଧିଗ୍ରହଣ ବିଲକୁ ପ୍ରାରମ୍ଭରୁ ବିରୋଧ କରି ଆସୁଛନ୍ତି। ଏପରିକି ଏହାକୁ ଆଇନରେ ପରିଣତ ନକରିବାକୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ବି ଲେଖିଥିଲେ। ସେହିପରି ସେନାର ଯବାନମାନଙ୍କ ପାଇଁ ୱାନ୍ ରାଙ୍କ୍ ୱାନ୍ ପେନସନ କରିବା ପାଇଁ ବି ମୋଦି ସରକାର ଆଗ୍ରହ ଦେଖାଉ ନାହାନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।