ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଆଜିଠାରୁ ପୁଣି ଯୁଗ୍ମ-ଅଯୁଗ୍ମ ନିୟମ ଲାଗୁ କରାଯାଇଛି। ଏପ୍ରିଲ୍ ୩୦ ତାରିଖ ପର୍ଯ୍ୟନ୍ତ ଏହି ନିୟମ ଅନୁଯାୟୀ ଗାଡ଼ି ଚାଲିବ। ଯୁଗ୍ମ-ଅଯୁଗ୍ମ ନିୟମର ଦ୍ୱିତୀୟ ପର୍ଯ୍ୟାୟରେ ସ୍କୁଲ୍ ବସ୍କୁ ବାଦ୍ ଦିଆଯାଇଛି।
ଯୁଗ୍ମ-ଅଯୁଗ୍ମ ନିମୟ ଉଲ୍ଲଂଘନକାରୀଙ୍କ ବିରୋଧରେ ଚାଲାଣ କଟାଯାଇ ଅର୍ଥ ଆଦାୟ କରାଯାଉଛି। ଚାଲାଣ କଟାଯାଇଥିବା ଏକ କାର୍ ଚାଳକ ଏପରି ନିୟମ ବିଷୟରେ ପୂର୍ବରୁ ଜାଣି ନ ଥିବା କହିଛନ୍ତି।
ଅନ୍ୟପକ୍ଷରେ ଆଜି ରାମନବମୀ ଅବସରରେ ସରକାରୀ ଛୁଟି ଘୋଷଣା କରିବାକୁ ସରକାରଙ୍କୁ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ପତ୍ର ଲେଖାଯାଇଥିଲା। ଏହି କାରଣରୁ ବାହାରିବାକୁ ଥିବା ରାମନବମୀ ଶୋଭାଯାତ୍ରାରେ ଭିଏଚ୍ପି ସହ ମୁହାଁମୁହିଁ ହେବାର ଆଶଙ୍କା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
National
ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର
ବିସ୍ଫୋରଣ ପଛର କାରଣ ଜଣପଡ଼ି ନଥିବା ବେଳେ ଏବେ ଏଥିପାଇଁ କାନାଡାରେ ରହିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ଗୋଲ୍ଡୀ ବ୍ରାର ନିଜକୁ ଦାୟୀ କରିଛି।