ନୂଆଦିଲ୍ଲୀ: ଭାରତର ସମସ୍ତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ସମେତ ସମସ୍ତ ଶାସ୍ତ୍ରୀୟ ଭାଷାର ବିଭାଗ ଖୋଲାଯିବ। ଏନେଇ ୟୁଜିସିର ସହମତି ମିଳିଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି ଯେ, ଓଡ଼ିଆ ସମେତ ସମସ୍ତ ଶାସ୍ତ୍ରୀୟ ଭାଷାର ଉନ୍ନତି ଓ ଗବେଷଣା ଦିଗରେ କାର୍ଯ୍ୟ କରିଥିବା ବ୍ୟକ୍ତି ବିଶେଷଙ୍କୁ ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯିବ। ଓଡ଼ିଆ ଭାଷାର ବିକାଶ ଓ ଗବେଷଣା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ କୌଣସି ସିଧାସଳଖ ପାଣ୍ଠି ଦିଆଯିବନି। ଓଡ଼ିଆ ଭାଷାର ଉନ୍ନତି ଓ ଗବେଷଣା ନେଇ ରାଜ୍ୟସଭା ସାଂସଦ ବୈଷ୍ଣବ ପରିଡ଼ାଙ୍କ ପ୍ରଶ୍ନରେ ଉତ୍ତରରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ମହେଶ ଶର୍ମା ଏହା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।