ନୂଆଦିଲ୍ଲୀ: ଦେଶର ଉଚ୍ଚ ସଦନ ବା ରାଜ୍ୟସଭା ଭିତରେ କରୋନା ପ୍ରବେଶ କରିଛି। ରାଜ୍ୟସଭା ସଚିବାଳୟର ଜଣେ ଅଫିସର ଏହି ମହାମାରୀ ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଅଫିସରଙ୍କ ସହ ତାଙ୍କ ପତ୍ନୀ ଓ ପିଲାଙ୍କୁ ମଧ୍ୟ କରୋନା ସଂକ୍ରମିତ କରିଛି।
ପାର୍ଲାମେଣ୍ଟ ହାଉସ ଆନେକ୍ସ ବଲଡିଂର ପ୍ରଥମ ମହଳାରେ ଏହି ଅଫିସର ଜଣଙ୍କ କାର୍ଯ୍ୟ କରୁଥିଲେ। ଗତକାଲି ବି ସେ ଅଫିସ ଆସିଥିଲେ। ତେବେ ଆଜି ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି।
ଏହାପରେ ସଂସଦର ଦୁଇ ଫ୍ଲୋରକୁ ସିଲ କରାଯିବା ସହ ସାନି ଟାଇଜ କରାଯାଇଛି। ସେହିପରି ଅଫିସର ଓ ତାଙ୍କ ପରିବାର ସଦସ୍ୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ପ୍ରଶାସନ ପକ୍ଷରୁ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।