ଓମ୍ ବିର୍ଲା ସର୍ବସମ୍ମତି କ୍ରମେ ଲୋକସଭାର ବାଚସ୍ପତି ନିର୍ବାଚିତ

ନୂଆଦିଲ୍ଲୀ: ୧୭ ତମ ଲୋକସଭାର ବାଚସ୍ପତି ହେଲେ ବିଜେପି ସାଂସଦ ଓମ୍ ବିର୍ଲା। ବାଚନିକ ଭୋଟ ମାଧ୍ୟମରେ ସର୍ବସମ୍ମତି କ୍ରମେ ସେ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ବାଚସ୍ପତି ଭାବେ ଓମ୍ ବିର୍ଲାଙ୍କ ନାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ପ୍ରସ୍ତାବ ରଖିଥିଲେ। ରାଜସ୍ଥାନ କୋଟା ଲୋକସଭାରୁ ଓମ୍ ବିର୍ଲା ଦ୍ଵିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ୧୬ ତମ ଲୋକସଭାରେ ସୁମିତ୍ରା ମହାଜନ ବାଚସ୍ପତି ଥିଲେ। ହେଲେ ଚଳିତଥର ସେ ନିର୍ବାଚନ ଲଢ଼ି ନଥିଲେ। କୋଟା […]

om birla (1)

om birla (1)

Subhransu Sekhar
  • Published: Wednesday, 19 June 2019
  • Updated: 19 June 2019, 11:30 AM IST

Sports

Latest News

ନୂଆଦିଲ୍ଲୀ: ୧୭ ତମ ଲୋକସଭାର ବାଚସ୍ପତି ହେଲେ ବିଜେପି ସାଂସଦ ଓମ୍ ବିର୍ଲା। ବାଚନିକ ଭୋଟ ମାଧ୍ୟମରେ ସର୍ବସମ୍ମତି କ୍ରମେ ସେ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ବାଚସ୍ପତି ଭାବେ ଓମ୍ ବିର୍ଲାଙ୍କ ନାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ପ୍ରସ୍ତାବ ରଖିଥିଲେ। ରାଜସ୍ଥାନ କୋଟା ଲୋକସଭାରୁ ଓମ୍ ବିର୍ଲା ଦ୍ଵିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି।
୧୬ ତମ ଲୋକସଭାରେ ସୁମିତ୍ରା ମହାଜନ ବାଚସ୍ପତି ଥିଲେ। ହେଲେ ଚଳିତଥର ସେ ନିର୍ବାଚନ ଲଢ଼ି ନଥିଲେ। କୋଟା ଆସନରୁ ମୋଟ ଦୁଇ ଥର ଓମ୍ ବିର୍ଲା ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ଏହା ପୂର୍ବରୁ କୋଟା ଦକ୍ଷିଣ ବିଧାନସଭା ଆସନରୁ ୩ଥର ବିଧାୟକ ନିର୍ବାଚିତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ରାମନରୀନ ମୀନାଙ୍କୁ ଓମ୍ ବିର୍ଲା ଚଳିତ ନିର୍ବାଚନରେ ୨.୭୯ ଲକ୍ଷ ଭୋଟ ବ୍ୟବଧାନରେ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story