ଜଣେ ଯବାନ ସହିଦ, ୪ ଆହତ

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡର ଦୁମକାରେ ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଗୁଳି ବିନିମୟରେ ୪ରୁ ୫ ଜଣ ନକ୍ସଲ ଆହତ ହୋଇଥିବା ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।  

jawan

Jitendra Garnayak
  • Published: Sunday, 02 June 2019
  • , Updated: 02 June 2019, 10:27 AM IST

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡର ଦୁମକାରେ ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଏହି ଗୁଳି ବିନିମୟରେ ୪ରୁ ୫ ଜଣ ନକ୍ସଲ ଆହତ ହୋଇଥିବା ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

 

Related story