ଶ୍ରୀନଗର: ଜମ୍ମୁର କେରନ୍ ସେରରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଲ୍ଓସି ନିକଟରେ ଭାରତୀୟ ସେନା କ୍ୟାମ୍ପ ନିକଟରେ ଆତଙ୍କବାଦୀ ଆକ୍ରମଣ ଫଳରେ ଜଣେ ଯବାନ ସହିଦ ହୋଇଛନ୍ତି। ୨ ଯବାନ ଆହତ ହୋଇଛନ୍ତି। ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେଇଛନ୍ତି ସୁରକ୍ଷାକର୍ମୀ । ଘଟଣା ପରେ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ହୋଇଛି। ତେବେ ଆକ୍ରମଣ ପଛରେ କେତେ ଜଣ ଆତଙ୍କବାଦୀ ରହିଛନ୍ତି ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ। କେନ୍ଦ୍ରଗୃହମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ସତ୍ତ୍ୱେ ଆତଙ୍କବାଦୀ ଭାରତୀୟ କ୍ୟାମ୍ପକୁ ଆକ୍ରମଣ କରିଛନ୍ତି। ଯାହା ସୁରକ୍ଷାବାହିନୀଙ୍କ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।