ନୂଆଦିଲ୍ଲୀ: ଦିଲ୍ଲୀ ସ୍ଥିତ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍) ଅଫିସର ଜଣେ ପ୍ରମୁଖ ଅଧିକାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏବେ ସିଆରପିଏଫର ମୁଖ୍ୟ ଅଫିସକୁ ସିଲ୍ କରି ଦିଆଯାଇଛି। ଏହାବାଦ ମୁଖ୍ୟ କାର୍ଯ୍ୟାଳୟର ୪୦ କର୍ମଚାରୀଙ୍କୁ ଏକାନ୍ତବାସରେ ରଖାଯାଇଛି। କୌଣସି କର୍ମଚାରୀଙ୍କୁ ମୁଖ୍ୟାଳୟକୁ ନ ଛାଡ଼ିବାକୁ ନିଷ୍ପତ୍ତି ନିଆଯାଇଛି। ଏବେ ସିଆରପିଏଫ୍ ମୁଖ୍ୟାଳୟ ସାନିଟାଇଜ୍ ହେବେ ବୋଲି ଜଣାପଡ଼ିଛି।
https://twitter.com/ANI/status/1256846967788892160
ଏହା ପୂର୍ବରୁ ଏପ୍ରିଲ ୨୬ରେ ସିଆରପିଏଫର ୧୫ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ଦିଲ୍ଲୀ ସ୍ଥିତ ସିଆରପିଏଫ ବାଟାଲିୟନରେ ଏମାନେ ନିୟୋଜିତ ଥିଲେ।
ପୂର୍ବରୁ ୨୪ ଜଣ ଦିଲ୍ଲୀର ସିଆରପିଏଫ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ଆକ୍ରାନ୍ତଙ୍କୁ ମାଣ୍ଡବାଲିର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏପ୍ରିଲ ଦ୍ୱିତୀୟ ସପ୍ତାହରେ ବାଟାଲିଅନକୁ ଜଣେ ହେଡ କନଷ୍ଟେବଳ ଆସିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଟ୍ରକ୍କ ପିଟିଲା ଅଟୋ, ଚାଲିଗଲା ୬ ଜୀବନ
ମହାରାଷ୍ଟ୍ରର ନାସିକ ସହରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।ଏକ ଟ୍ରକ୍ ଓ ଅଟୋ ମଧ୍ୟରେ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି।
National
ତୀର୍ଥରାଜ ପ୍ରୟାଗରେ ମହାକୁମ୍ଭ ମେଳା ଆରମ୍ଭ, ଶ୍ରଦ୍ଧାଳୁଙ୍କ ଉପରେ ହେବ ପୁଷ୍ପ ବର୍ଷା
ତୀର୍ଥରାଜ ପ୍ରୟାଗରେ ଆରମ୍ଭ ହୋଇଛି ମହାକୁମ୍ଭ ମେଳା। ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଛି ପ୍ରଥମ ପୁଣ୍ୟ ସ୍ନାନ । ବୁଡ଼ ପକାଇ ପାପ ଧୋଇବାକୁ ପ୍ରୟାଗରାଜରେ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି।
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।