ନୂଆଦିଲ୍ଲୀ: ପୁଣି ଜୋର ଧରିଲା ୱାନ ରାଙ୍କ ୱାନ ପେନସନ ଆନ୍ଦୋଳନ। ଦିଲ୍ଲୀରେ ଆଜି ଅବସରପ୍ରାପ୍ତ ସାମରିକ ଅଧିକାରୀମାନେ ଏହି ଦାବି ନେଇ ଧାରଣା ଦେଇଛନ୍ତି। ଏହି ଯୋଜନା ଲାଗୁ ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରିବାକୁ ସରକାରଙ୍କୁ ଦାବି ଜଣାଇଛନ୍ତି ସେମାନେ। ଦାବି ପୂରଣ ନହେଲେ ଆମରଣ ଅନଶନ କରିବେ ବୋଲି ଚେତବନୀ ମଧ୍ୟ ଦେଇଛନ୍ତି। ଦେଶର ବିଭିନ୍ନ ସହରମାନଙ୍କରେ ଅବସରପ୍ରାପ୍ତ ସେନା ଅଧିକାରୀମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଏହି ସ୍କିମ ଅନ୍ତର୍ଗତ ସମାନ ରାଙ୍କ ଏବଂ ସର୍ଭିସ ପିରିୟଡ଼ ଥିବା ଅବସରପ୍ରାପ୍ତ ସେନା ଅଧିକାରୀଙ୍କର ପେନସନ ମଧ୍ୟ ସମାନ ପରିମାଣର ରହିବ। ସାମରିକ ଅଧିକାରୀମାନେ ଦୀର୍ଘ ଦିନଧରି ଏହି ଦାବି କରିଆସୁଛନ୍ତି। ମୋଦି ସରକାର ସେମାନଙ୍କ ଏହି ଦାବି ପୂରଣ କରିବେ ବୋଲି ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।