ଟୋରୋଣ୍ଟୋ: କ୍ୟାନାଡାର ଟୋରୋଣ୍ଟୋ ସହରର ଗ୍ରୀକ୍ଟାଉନ୍ ଅଞ୍ଚଳରେ ରବିବାର ରାତିରେ ଏକ ରେଷ୍ଟୁରାଣ୍ଟ୍ ବାହାରେ ଜଣେ ଦୁର୍ବୃତ୍ତ ଆଖିବୁଜା ଗୁଳି ଚଳାଇବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଅଛି। ତା ଅବସ୍ଥା ସଙ୍କଟାପନ୍ନ ଅଛି।
ଗୁଳିମାଡ଼ କରିବା ପରେ ଦୁର୍ବୃତ୍ତ ଜଣଙ୍କ ନିଜକୁ ଗୁଳି କରି ଦେଇଥିଲେ। ତାଙ୍କର ବି ମୃତ୍ୟୁ ଘଟିଛି। ଏପରି ଗୁଳିମାଡ଼ କରିବା ପଛରେ ଦୁର୍ବୃତ୍ତଙ୍କର କ’ଣ ଉଦ୍ଦେଶ୍ୟ ଥିଲା ତାହା ଜଣାପଡ଼ିନି। ସେ ପ୍ରାୟ ୨୦ ରାଉଣ୍ଡ ଗୁଳି ଚଳାଇଥିବା ଜଣାପଡ଼ିଛି।
ଏହି ଗୁଳିମାଡ଼ ସମ୍ପର୍କରେ କିଛି ତଥ୍ୟ ଥିଲେ ଜଣାଇବାକୁ ସ୍ଥାନୀୟ ଲୋକଙ୍କୁ ପୁଲିସ୍ ଅନୁରୋଧ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।
National
ରାତି ସାରା ଷ୍ଟୋଭ୍ରେ ବସିଥିଲା ଛୋଲେ, ସକାଳୁ ଚାଲିଗଲା ଦୁଇ ଜୀବନ
ଶ୍ୱାସରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।