ବେଜିଂ: ଚାଇନାରେ ସୃଷ୍ଟି ହୋଇଥିବା ପ୍ରାଣଘାତୀ କରୋନା ଭାଇରସ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଏହି ମାରାତ୍ମକ ଭାଇରସ ଜନିତ ମୃତ୍ୟୁସଂଖ୍ୟା କମିବା ପରିବର୍ତ୍ତେ ହୁହୁ ହୋଇ ବଢ଼ିବାରେ ଲାଗିଛି। କେବଳ ଚୀନ୍ରେ କରୋନା ମୃତ୍ୟୁ ସଂଖ୍ୟା ହଜାରେ ଟପିଛି । ହୁବେଇ ଓ ଉହାନରେ ସ୍ଥିତି ଅଣାୟତ୍ତ ଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୮୦୦ରେ ପହଞ୍ଚିଛି ।
ଗତକାଲି ହୁବେଇରେ ୧୦୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାଛଡ଼ା ଗତକାଲି କେବଳ ୨ ହଜାର ୯୭ ଜଣ ନୂଆ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ୨୪ଟି ଦେଶରେ ୩୧୯ ଜଣଙ୍କଠାରେ କରୋନା ଭାଇରସ ପଜିଟିଭ୍ ଚିହ୍ନଟ ହୋଇଛି । ରୋଗୀଙ୍କ ଦେଖାଶୁଣା କରୁଥିବା ୧ ଲକ୍ଷ ୨୩ ହଜାର ୮୨୭ ଜଣ ସମ୍ପର୍କୀୟଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ବି ନଜର ରଖାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ତିରୁପତିରେ ମନ୍ଦିର ବାହାରେ ଦଳାଚକଟା; ୬ ମୃତ, ଅନେକ ଆହତ
ତିରୁପତିସ୍ଥିତ ପ୍ରଭୁ ଭେଙ୍କଟେଶ୍ୱରଙ୍କ ବୈକୁଣ୍ଠ ଦ୍ୱାର ଦର୍ଶନ ପାଇଁ ଟୋକନ୍ ବଣ୍ଟନ ସମୟରେ ଦଳାଚକଟା।
National
'୧୪ ବର୍ଷ ଗଲା, ୪୦ ତେଜାସ ମିଳିପାରିଲାନି'
ଚୀନ ଷଷ୍ଠ ପିଢ଼ିର ଯୁଦ୍ଧ ବିମାନ ପରୀକ୍ଷା କଲାଣି। ଆମ ବାୟୁସେନା ୨୦୧୦ରେ ମାଗିଥିବା ପ୍ରଥମ ସେଟ୍ ୪୦ଟି ତେଜାସ ତାଙ୍କୁ ଏପର୍ଯ୍ୟନ୍ତ ମିଳିନି। ଦୁଃଖ ପ୍ରକାଶ କଲେ ବାୟୁସେନା ମୁଖ୍ୟ ମାର୍ଶଲ ଏପି ସିଂହ।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
National
ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ
କେଶ ଝଡ଼ିବା ଆରମ୍ଭ ହେଲେ କେବଳ ଗୋଟିଏ ସପ୍ତାହ ମଧ୍ୟରେ ସମସ୍ତେ ଚନ୍ଦା ହୋଇଯାଉଛନ୍ତି। ଗତ କିଛିଦିନ ହେଲା ଆରମ୍ଭ ହୋଇଥିବା ଏହି ସମସ୍ୟାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ମଧ୍ୟ ଚିନ୍ତାରେ।