ନୂଆଦିଲ୍ଲୀ: କେନ୍ଦ୍ର ସରକାର ସୋଶାଲ ମିଡିଆ ପ୍ଲାଟଫର୍ମ ଟିକଟକ୍ ଏବଂ ହେଲୋକୁ ବ୍ୟାନ କରିପାରନ୍ତି। ଏଥିପାଇଁ ଏହି ଦୁଇ ସଂସ୍ଥା ପାଖରୁ ୨୧ଟି ପ୍ରଶ୍ନର ଜବାବ ମାଗିଛନ୍ତି। ଯଦି ସରକାର ଉତ୍ତରରେ ସନ୍ତୋଷ ନହୁଅନ୍ତି ତାହେଲେ ଏହା ବ୍ୟାନ ହୋଇଯାଇପାରେ।ସୂଚନାଯୋଗ୍ୟ, ଆରଏସଏସ ସହ ଜଡିତ ଥିବା ସ୍ୱଦେଶୀ ଜାଗରଣ ମଞ୍ଚ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖରେ ଏକ ଅଭିଯୋଗ କରିଛନ୍ତି। ଯେଉଁଥିରେ ଉଲ୍ଲେଖ ରହିଛି ଯେ ଟିକଟିକ ଏବଂ ସ୍ୱଦେଶୀ ସୋଶାଲ ମିଡିଆ କମ୍ପାନୀ ଦେଶ ବିରୋଧୀ କାର୍ଯ୍ୟରେ ଲିପ୍ତ ରହିଛନ୍ତି। ଏହା ଜାଣିବା ପରେ ଆଇଟି ମନ୍ତ୍ରଣାଳୟ ଏହି ଦୁଇ ସଂସ୍ଥାକୁ ନୋଟିସ ପଠାଇଛି।
ଏବେ ଟିକଟକ୍ ଏବଂ ହେଲୋ ପ୍ରାଥମିକ ଭାବରେ ମିଳିତ ଉତ୍ତର ରଖି କହିଛନ୍ତି ଯେ ତାଙ୍କର କୌଣସି ଉଦ୍ଦେଶ୍ୟ ନାହିଁ ଟେକ୍ନୋଲଜିକୁ ଦେଶ ବିରୋଧୀ କାର୍ଯ୍ୟରେ ବ୍ୟବହାର କରିବାରେ। ଆଗାମୀ ଦିନରେ ଦୁଇ କମ୍ପାନୀ ୬୫୦୦ କୋଟି ଟଙ୍କା ଭାରତରେ ପୁଞ୍ଜି ନିବେଶ କରିବେ ବୋଲି କହିଛନ୍ତି। ଏହାଦ୍ୱାରା ଦେଶର ଆଇଟି କ୍ଷେତ୍ରରେ ବିକାଶ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।