କୋଲକତା: ‘କୋମେନ୍’ ପ୍ରଭାବରେ ଗତ ୧୮ ଘଣ୍ଟାରୁ ଅଧିକ ସମୟ ହେବ ପଶ୍ଚିମବଙ୍ଗର ଦକ୍ଷିଣ ଭାଗରେ ବର୍ଷା ଜାରି ରହିଛି। ଫଳରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ୧୩ଟି ଜିଲ୍ଲାର ପ୍ରାୟ ୧୮ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।
ବର୍ଷାର ସ୍ଥିତି ଦେଖି ଇଂଲଣ୍ଡ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଧାରୁ କୋଲକତା ଫେରିଆସିଛନ୍ତି। ରାଜ୍ୟରେ ବର୍ଷାର ସ୍ଥିତି ଦେଖି ସେ ଏକ ସମୀକ୍ଷା ବୈଠକ କରିବା ସହ ବିଭିନ୍ନି ଜିଲ୍ଳା ଉପରେ ସେ ନିଜେ ନଜର ରଖୁଛନ୍ତି।
ବର୍ଷା ଯୋଗୁଁ ପ୍ରାୟ ୩୯ ଲୋକଙ୍କ ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସରିଲା ଭୋଟ: ଆସିଲା ଏକଜିଟ ପୋଲ୍
ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫।
National
ବନ୍ଧୁକ ଦେଖାଇ ଭୋଟରଙ୍କୁ ଅଟକାଉଛି ପୁଲିସ? ଭିଡିଓ ଶେୟାର କଲେ ଅଖିଲେଶ ଯାଦବ
ଭୋଟରଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଛି ପୁଲିସ। ଭିଡିଓ ଶେୟାର କରି ବଡ଼ ଅଭିଯୋଗ ଆଣିଲେ ଅଖିଲେଶ। କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ ଆୟୋଗଙ୍କୁ କଲେ ଦାବି।
National
ଚାଲିଥିଲା ଭୋଟ, ବୁଥ ଭିତରେ ଚାଲିଗଲା ବିଧାୟକ ପ୍ରାର୍ଥୀଙ୍କ ଜୀବନ
ତାଙ୍କୁ ତୁରନ୍ତ ନାନା ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
National
ୟୁପି ଉପ ନିର୍ବାଚନ: ଭିଡିଓ ଭାଇରାଲ ପରେ ୭ ପୁଲିସ ଅଫିସରଙ୍କୁ ନିଲମ୍ବନ କଲେ ଇସିଆଇ
ନିଲମ୍ବିତ ହୋଇଥିବା ୭ ଜଣ ପୁଲିସ୍ ଅଫିସରଙ୍କ ମଧ୍ୟରୁ କାନପୁର ଓ ମୁଜାଫରନଗରରୁ ୨ ଜଣ ଲେଖାଏ ରହିଛନ୍ତି। ସେହିପରି ମୋରଦାବାଦରେ ୩ ଜଣ ପୁଲିସ୍ ଅଫିସରଙ୍କୁ ଡ୍ୟୁଟିରୁ ହଟାଯାଇଛି।
Viral
କଲେଜ ଛାତ୍ରଙ୍କୁ ପ୍ରବଳ ପିଟିଲେ, ପଶୁଙ୍କ ଭଳି ଗାଲକୁ କାମୁଡ଼ି ଦେଲେ: ଭିଡିଓ ଭାଇରାଲ
ମାଡ଼ ମାରୁଥିବା ୩ ଜଣଙ୍କ ମଧ୍ୟରୁ ଜଣେ ଯୁବକ କଲେଜ ଛାତ୍ରଙ୍କ ଗାଲକୁ ମଧ୍ୟ ପଶୁଙ୍କ ଭଳି କାମୁଡ଼ି ଦେଇ ରକ୍ତାକ୍ତ କରି ଦେଇଛି।