ଆଉ ୩ ବର୍ଷ ବଢ଼ିଲା ପାକ୍‌ ସେନା ମୁଖ୍ୟଙ୍କ କାର୍ଯ୍ୟକାଳ

ଇସ୍‌ଲାମାବାଦ: ପାକିସ୍ତାନର ସ୍ଥଳ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱାଙ୍କ କାର୍ଯ୍ୟକାଳକୁ ଆଉ ୩ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ନିଜେ ବାଜୱାଙ୍କ କାର୍ଯ୍ୟକାଳକୁ ଆଉ ୩ ବର୍ଷ ପାଇଁ ବୃଦ୍ଧି କରିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ବର୍ତ୍ତମାନ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ବଢ଼ି ବଢ଼ି ଚାଲିଛି। ଏହି କାରଣରୁ ଇମ୍ରାନ୍‌ ଖାନ୍‌ ସରକାର ନୂଆ ସେନାଧ୍ୟକ୍ଷଙ୍କୁ ନିଯୁକ୍ତି ଦେବା ସପକ୍ଷରେ ନଥିଲେ। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ […]

wds

wds

Hemant Lenka
  • Published: Monday, 19 August 2019
  • Updated: 19 August 2019, 07:40 PM IST

Sports

Latest News

ଇସ୍‌ଲାମାବାଦ: ପାକିସ୍ତାନର ସ୍ଥଳ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱାଙ୍କ କାର୍ଯ୍ୟକାଳକୁ ଆଉ ୩ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ନିଜେ ବାଜୱାଙ୍କ କାର୍ଯ୍ୟକାଳକୁ ଆଉ ୩ ବର୍ଷ ପାଇଁ ବୃଦ୍ଧି କରିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ବର୍ତ୍ତମାନ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ବଢ଼ି ବଢ଼ି ଚାଲିଛି। ଏହି କାରଣରୁ ଇମ୍ରାନ୍‌ ଖାନ୍‌ ସରକାର ନୂଆ ସେନାଧ୍ୟକ୍ଷଙ୍କୁ ନିଯୁକ୍ତି ଦେବା ସପକ୍ଷରେ ନଥିଲେ। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଇମ୍ରାନ୍‌ ଖାନ୍‌ ସରକାର ବାଜୱାଙ୍କ କାର୍ଯ୍ୟକାଳ ବଢ଼ାଇଥିବା କୁହାଯାଉଛି। ଅନ୍ୟପକ୍ଷରେ ବାଜୱା ସର୍ବଦା ତାଙ୍କ ଭାରତ ବିରୋଧୀ ଆଭିମୁଖ୍ୟକୁ ନେଇ ଚର୍ଚ୍ଚାରେ ରହି ଆସିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos