କରାଚି: ପାକିସ୍ତାନରେ ଘଟିଥିବା ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି। ଆଜି ଏଥିପାଇଁ ନିଜକୁ ଦାୟୀ କରିଛି ତାଲିବାନ୍ ଗ୍ରୁପର ଜମ୍ମାତ୍ ଉଲ୍ ଅହରାର (ଜେୟୁଏ)।
ଆଫଗାନସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ଥିବା ଏକ ମସ୍ଜିଦ୍ ନିକଟରେ ଜଣେ ଆତ୍ମଘାତି ଆତଙ୍କବାଦୀ ବିସ୍ଫୋରଣ କରିବାରୁ ୨୮ ଜଣଙ୍କର ମୃତ୍ୟୁ ଘଟିଛି।
ଏଥିରେ ୩୧ ଜଣ ଗୁରୁତର ଆହତ ହୋଇଥିବା ବେଳେ ୫ ଶିଶୁ ଗୁରୁତର ଅଛନ୍ତି। ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅସୁସ୍ଥ ସିନ୍ଦେ ଏବେ ଗାଁରେ, ଆଜି ନେଇ ପାରନ୍ତି ବଡ଼ ନିଷ୍ପତ୍ତି
ଏକନାଥ ସିନ୍ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ ଜ୍ୱର ଓ ଥଣ୍ଡା ହୋଇଛି। ଏହି କାରଣରୁ ସେ ନିଜ ପୈତୃକ ଗାଁକୁ ଯାଇଥିବା ଶିବସେନା ସ୍ପଷ୍ଟ କରିଛି।
National
ବସ୍ରେ ଡିବେଟ ଦେଖୁଥିଲେ ଯାତ୍ରୀ, ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ହେଲା ନୋଟିସ୍
ସରକାରୀ ବସ୍ରେ ଚାଲିଥିବା ଏକ ଡିବେଟ କାର୍ଯ୍ୟକ୍ରମରେ ଜଣେ ଯାତ୍ରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଶୁଣୁଥିବା ବେଳେ ତାହାକୁ ନେଇ ଆରମ୍ଭ ହୋଇଛି ତମ୍ବିତୋଫାନ୍ । ଏନେଇ ଉଭୟ ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ନୋଟିସ୍ ହୋଇଛି।
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।