ନୂଆଦିଲ୍ଲୀ:ଜମ୍ମୁ-କଶ୍ମୀରରେ ପୁଣି ଥରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇପାରେ। ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ପାକିସ୍ତାନୀ ଆତଙ୍କବାଦୀ ଆକ୍ରମଣ କରିବାକୁ ଯୋଜନା କରୁଥିବା ଗୁଇନ୍ଦା ବିଭାଗ କହିଛି।
ଗୁଇନ୍ଦା ବିଭାଗର ସୂଚନା ଅନୁସାରେ, ପାକିସ୍ତାନୀ ଆତଙ୍କବାଦୀ ନ୍ୟାସନାଲ୍ ହାଇୱେରେ ସ୍ନାଇପର ଗନ୍ରେ ସୁରକ୍ଷାକର୍ମୀଙ୍କ ଉପରକୁ ଆକ୍ରମଣ କରିପାରନ୍ତି। ଏହାବ୍ୟତୀତ ଆଇଇଡି ବ୍ଲାଷ୍ଟ କରି ସୁରକ୍ଷାକର୍ମୀଙ୍କୁ କ୍ଷତି ପହଞ୍ଚାଇ ପାରନ୍ତି। ୬ରୁ ୮ ଜଣ ପାକିସ୍ତାନୀ ଆତଙ୍କବାଦୀ ଏହି ଯୋଜନା କରୁଥିବା ଜଣାପଡ଼ିଛି। ଆତଙ୍କବାଦୀଙ୍କ ଏହି ଟିମ୍ରେ ଜଣେ ସ୍ନାଇପର ଏକ୍ସପାର୍ଟ ରହିଛି। କଶ୍ମୀରରେ ଲୁଚି ରହିବା ପାଇଁ ଆତଙ୍କବାଦୀମାନେ ନିଜ ନିଜ ନାମ ପରିବର୍ତ୍ତନ କରିଥିବା ଜଣାପଡ଼ିଛି।
ଆତଙ୍କବାଦୀ ବୁରହାନ୍ ୱାନିଙ୍କ ମୃତ୍ୟୁ ବାର୍ଷିକୀରେ ସୁରକ୍ଷାକର୍ମୀଙ୍କ ଉପରେ ବଦଲା ନେବାକୁ ପାକିସ୍ତାନୀ ଆତଙ୍କବାଦୀ ଚାହୁଁଥିବା ଗୁଇନ୍ଦା ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ୨୦୧୬ ଜୁଲାଇ ୮ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ବୁରହାନ ୱାନି ନିହତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Accident
ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
କର୍ଣ୍ଣାଟକର ଜଣେ କଂଗ୍ରେସ ନେତାଙ୍କ ପୁଅର SUV କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
National
ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ
ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁଙ୍କର ମୃତ୍ୟୁ ଘଟିଥିଲା।