ଇସଲାମବାଦ: ପାକିସ୍ତାନର ରାଜଧାନୀ ଇସଲାମବାଦରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସେଲର ଏହାର ତ୍ରୀବତା୫.୧ ଥିଲା। ଇସଲାମବାଦଠାରୁ ୧୫ କିଲୋମିଟର ଦୂରରେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା। ଏହି ଭୂକମ୍ପରେ କିଛି କ୍ଷୟ କ୍ଷତି ହୋଇନଥିବା ପ୍ରାଥମିକ ସୂତ୍ରରୁ ଜଣାପଡିଛି। ଭୂକମ୍ପର ତ୍ରୀବତା ଏତେ ଥିଲା ଯେ ଇସଲାମବାଦର ଅନେକ ଘର ଓ ଗାଡି କିଛି ସମୟ ଥରି ଉଠିଥିଲା।
ଇସଲାମବାଦ ସହିତ ପୂର୍ବ ପଞ୍ଜାବ ଓ ଉତ୍ତରପୂର୍ବ ଖାଇବର ପଖାନତ୍ୱା ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା।
ପାକିସ୍ତାନର ୨୦୦୫ ମସିହା ଅକ୍ଟୋବର ମସିହାରେ ଭୁକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହା ତ୍ରୀବତା ୭.୬ ଥିଲା। ଏଥିରେ ୭୩, ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ପ୍ରାୟ ୩ ନିୟୁତ ଲୋକ ବାସହରା ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।