ଇସ୍‌ଲାମାବାଦ୍‌: ବସ୍‌ ଦୁର୍ଘଟଣାରେ ୨୭ ମୃତ, ୬୫ ଆହତ

ଇସ୍‌ଲାମାବାଦ୍‌: ପାକିସ୍ତାନ ରହୀମ୍‌ ୟାର ଖେର ଜିଲ୍ଲାରେ ଦୁଇଟି ବସ୍‌ ମଧ୍ୟରେ ଧକ୍କା ହେବାରୁ ୨୭ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୬୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋଟିଏ ବସ୍‌ କରାଚିରୁ ବାହାୱାଲପୁର ଯାଉଥିବା ବେଳେ ଅନ୍ୟଟି ସିଡିଗୋବାଡ଼ରୁ ଫରିଦାବାଦ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା।

ଆହୁରି ପଢ଼ନ୍ତୁ

ଗୋଟିଏ ପରିବାରର ୧୧ ଜଣଙ୍କ ମୃତ ଦେହ ଉଦ୍ଧାର

‘ବିହାର ନୁହେଁ, ମୁମ୍ବାଇ ସୁଶାନ୍ତଙ୍କୁ ଲୋକପ୍ରିୟ କରିଛି’

ଶ୍ୱାସରୁଦ୍ଧ ହୋଇ ପାଇଖାନା ଟାଙ୍କିରେ ଜୀବନ ହାରିଲେ ୬ ଜଣ

ଏଲଏସି ସୀମାରେ ଚୀନର ହରକତ ଜାରି, ଚିନୁକ୍ ଉଡ଼ାଇ ଜବାବ ଦେଲା ଭାରତ

ନୋଟବନ୍ଦୀ, ଜିଏସଟି ଏବଂ ଲକଡାଉନ୍ ମୋଦି ସରକାରର ଭୁଲ୍ ପଦକ୍ଷେପ: ରାହୁଲ୍

ସୁଶାନ୍ତ ସିଂହ ଓ ତାଙ୍କ ବାପାଙ୍କ ସହ ସମ୍ପର୍କ ଠିକ୍ ନଥିଲା: ଶିବସେନା

ଶାହଙ୍କ କରୋନା ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ, ସ୍ପଷ୍ଟୀ କରଣ ରଖିଲା ଗୃହ ମନ୍ତ୍ରାଳୟ

୮.୫ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ୧୭ ହଜାର କୋଟିର ଉପହାର

ରିୟାଙ୍କୁ ପୁଣି ଡାକିଲା ଇଡି

ଅଯୋଧ୍ୟା ଭଳି ନେପାଳରେ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଓଲିଙ୍କ ନିର୍ଦ୍ଦେଶ

ଏଣିକି ରାଡାର, ଏୟାରକ୍ରାଫ୍ଟ, ରାଇଫଲ୍ ଭଳି ଯୁଦ୍ଧ ସାମଗ୍ରୀ ଆମଦାନୀ ହେବ ନାହିଁ

ଆଇଏଏସ୍ ପାଇଥିବା ଐଶ୍ୱର୍ଯ୍ୟାଙ୍କ ନାଁରେ ୧୬ଟି ଫେକ୍ ଆକାଉଣ୍ଟ, ମାମଲା ରୁଜୁ