ନୂଆଦିଲ୍ଲୀ: ଆସନ୍ତାକାଲି ପାକିସ୍ତାନରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।
ବର୍ତ୍ତମାନ ପାକିସ୍ତାନର ରାଷ୍ଟ୍ରପତି ଥିବା ମାମନୁନ ହୁସେନଙ୍କ କାର୍ଯ୍ୟକାଳ ସେପ୍ଟେମ୍ୱର ୯ ତାରିଖରେ ଶେଷ ହେବାକୁ ଯାଉଛି। ତେଣୁ ଏବେ ନଜର ନୂଆ ରାଷ୍ଟ୍ରପତିଙ୍କ ନିର୍ବାଚନ ଉପରେ ରହିଛି।
ରାଷ୍ଟ୍ରପତି ନିର୍ବାଚନ ପାଇଁ ତ୍ରିକୋଣୀୟ ଲଢ଼େଇ ହେଉଛି। ତେବେ ବିରୋଧୀ ଦଳଙ୍କ ଅପେକ୍ଷା ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ଦଳ ପିଟିଆଇର ପ୍ରାର୍ଥୀ ଡାକ୍ତର ଆରିଫ୍ ଅଲବୀଙ୍କ ପଲ୍ଲା ଭାରି ରହିଛି।
ଡାକ୍ତର ଆରିଫ୍ ଅଲବୀଙ୍କ ବ୍ୟତୀତ ଆଉ ୨ ଜଣ ଏହି ନିର୍ବାଚନ ପାଇଁ ପ୍ରାର୍ଥୀ ହୋଇଛନ୍ତି।
ପାକିସ୍ତାନରେ ଏକ ଆଲୋଚନା ହେଉଛି ଯେ ଜଣେ କ୍ରିକେଟର୍ ଦେଶର ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଉଥିବା ବେଳେ ଜଣେ ଡାକ୍ତର ରାଷ୍ଟ୍ରପତି ହେବେ। ଇମ୍ରାନ୍ଙ୍କ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଆରିଫ୍ ଅଲବୀ ପେସାରେ ଜଣେ ଦାନ୍ତ ଡାକ୍ତର।
ଡାକ୍ତର ଆରିଫ୍ ୨୦୦୧ରେ ଦଳର ଉପାଧ୍ୟକ୍ଷ ମଧ୍ୟ ହୋଇଥିଲେ। ୨୦୧୩ରେ ସେ ସିନ୍ଧ ପ୍ରଦେଶରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।