କରାଚି: ପାକିସ୍ତାନର କରାଚିରେ ପଢୁଥିବା ଭାରତୀୟ ଛାତ୍ରୀ କରିସ୍ମା କୁମାରୀ ଇଣ୍ଟରମିଡିଆ ପ୍ରି-ମେଡିକାଲ ପରୀକ୍ଷାରେ ସବୋର୍ଚ୍ଚ ନମ୍ୱର ରଖିଛନ୍ତି। ସେ କରାଚିର ଡିଏ ଡିଗ୍ରୀ ମୁମେନ କଲେଜରେ ପଢୁଥିଲେ। କରିସ୍ମା ୧,୧୦୦ ମାର୍କରୁ ୯୯୯ ନମ୍ୱର ରଖିଛନ୍ତି। ପ୍ରଥମ ସ୍ଥାନ ହାସଲ କରିଥିବାରୁ କରାଚିର ଇଣ୍ଟରମିଡିଆ ବୋର୍ଡ କରୀସ୍ମାକୁ ୫୦ ହଜାର ଟଙ୍କା ପୁରସ୍କାର ଦେବାପାଇଁ ଘୋଷଣା କରିଛନ୍ତି।
ଏକ ଗଣମାଧ୍ୟମକୁ କରୀସ୍ମା ପତ୍ରିକ୍ରିୟାରେ କହିଛନ୍ତି, ପରିଶ୍ରମ ଯୋଗୁଁ ସେ ଏହି ସଫଳତା ପାଇଥିବା କହିଛନ୍ତି। ସ୍କୁଲ କିମ୍ୱା କଲେଜରେ ସେ କୌଣସି ଭେଦଭାବର ସମ୍ମୁଖୀନ ହୋଇ ନ ଥିବା କହିଛନ୍ତି।
କରୀସ୍ମାଙ୍କ ପିତା କରାଚିରେ ଡାକ୍ତର ଅଛନ୍ତି। ପାକିସ୍ତାନର ମେଡିକାଲ ଇତିହାସରେ କୌଣସି ଭାରତୀୟ ଛାତ୍ରୀ ମେଡିକାଲରେ ଟପ୍ କରିବା ଏହା ପ୍ରଥମ ଘଟଣା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।