ଶ୍ରୀନଗର: ପାକିସ୍ତାନକୁ ଅସ୍ତ୍ରବିରତି ଉଲ୍ଲଂଘନର ଜବାବ ଦେଇଛି ଭାରତ। ଆଜି ପାକିସ୍ତାନର ତିନୋଟି କ୍ୟାମ୍ପକୁ ଭାରତୀୟ ସେନା ଗୁଳି କରି ଉଡ଼ାଇ ଦେଇଥିବା ଜଣାପଡ଼ିଛି। ସେହିଭଳି ଜଣେ ପାକିସ୍ତାନୀ ସେନା ଭାରତୀୟ ସେନାଙ୍କ ଗୁଳିରେ ନିହତ ହୋଇଥିବା ବେଳେ ୭ ପାକ୍ ଯବାନ ଆହତ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଲଗାତର ତିନି ଦିନ ହେବ ପାକିସ୍ତାନ ଭାରତର ଚେକ ପଏଣ୍ଟକୁ ଲକ୍ଷ୍ୟ କରି ଗୁଳି ବିନିମୟ ଜାରି ରଖିଥିଲା। ଯାହାର ଦୃଢ଼ ଜବାବ ଭାରତୀୟ ସେନା ଦେଇ ଆସୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମସଜିଦ ସର୍ଭେକୁ ନେଇ ହିଂସା, ସାଂସଦ ଓ ବିଧାୟକଙ୍କ ପୁଅ ବିରୋଧରେ FIR
ହିଂସା ସୃଷ୍ଟି କରିଥିବା ଓ ଭିଡକୁ ଉସକାଇଥିବା ଅଭିଯୋଗରେ ମାମଲା ରୁଜୁ ହୋଇଛି।
Viral
ବର ବେକରୁ ଟଙ୍କା ନେଇ ଛୁ ମାରିଲା ଚୋର, ତା' ପରେ...
ବ୍ୟାଣ୍ଡ୍ ପାର୍ଟି ସହ ବରଯାତ୍ରୀଙ୍କୁ ନେଇ କନିଆଁ ଘରକୁ ଯିବା ସମୟରେ ବର ବେକରୁ ଟଙ୍କା ମାଳ ନେଇ ଛୁ ମାରିଥିଲା ଜଣେ ଚୋର।
National
ଇସ୍ତଫା ଦେଲେ ମହାରାଷ୍ଟ୍ରର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ!
ମହାରାଷ୍ଟ୍ର ନିର୍ବାଚନରେ କଂଗ୍ରେସର ବଡ଼ ପରାଜୟ ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।