କରାଚୀ: ପାକିସ୍ତାନରେ ପ୍ରବଳ ଗ୍ରୀଷ୍ମ ଲହରୀ ଜନଜୀବନକୁ ବିପର୍ଯ୍ୟସ୍ତ କରିଦେଇଛି। କରାଚୀରେ ତାପମାତ୍ରା ୪୪ଡିଗ୍ରୀ ରୁ ୩୮ ଡିଗ୍ରୀ ହ୍ରାସ ପାଇଥିଲେ ମଧ୍ୟ ପରିସ୍ଥିତିରେ କୌଣସି ସେଭଳି ପରିବର୍ତ୍ତନ ଆସିନାହିଁ। ଅଂଶୁଘାତରେ ମୃତ୍ୟୁ ସଂଖ୍ୟା ୧୦୦୦ରେ ଟପିଛି। ମୃତକଙ୍କ ମଧ୍ୟରେ ଅଧିକ ଛୋଟପିଲା ମହିଳା ଅଛନ୍ତି। ପ୍ରବଳ ଗରମରେ ଯୋଗୁ ଅଧିକାଂଶ ଲୋକଙ୍କ ମୃତ୍ୟୁ ହୃଦଘାତ ଯୋଗୁଁ ହୋଇଥିବା ଜଣାପଡିଛି । ଅଂଶୁଘାତରେ ଆକ୍ରାନ୍ତ ହୋଇ ୧୪ ହଜାର ରୁ ଅଧିକ ଲୋକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।
ସୂଚନାଯୋଗ୍ୟ: ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ରାମଜାନ ଉପବାସ ଯୋଗୁଁ ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହୋଇପଡୁଥିବା ଜଣାପଡିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।