ନୂଆଦିଲ୍ଲୀ: ଭାରତରେ ଥିବା ପାକିସ୍ତାନ ହାଇକମିଶନର ଅଫିସର ଦୁଇ କର୍ମଚାରୀ ଗୁଇନ୍ଦା କରୁଥିବା ଧରାପଡ଼ିବା ପରେ ଅପଦସ୍ତ ହୋଇଛି ପାକିସ୍ତାନ। ଏବେ ଏହାର ପ୍ରତିଶୋଧ ନେବା ପାଇଁ ଇସଲାମାବାଦରେ ଥିବା ଭାରତୀୟ ରାଷ୍ଟ୍ରଦୂତଙ୍କୁ ହଇରାଣ କରିବାକୁ ଚେଷ୍ଟା କରିଛି ପାକିସ୍ତାନର ଗୁଇନ୍ଦା ସଂସ୍ଥା ଇଣ୍ଟର୍ ସର୍ଭିସ୍ ଇଣ୍ଟେଲିଜେନ୍। ଯାହାର ପ୍ରମାଣ ଲାଗିଛି ଭାରତ ହାତରେ।
ଭାରତୀୟ ରାଷ୍ଟ୍ରଦୂତ ଗୌରବ ଆଲୁୱାଲିଆ କୌଣସି ସ୍ଥାନକୁ କାରରେ ଯାଉଥିବାବେଳେ ଆଇଏସଆଇ ଏଜେଣ୍ଟ ବାଇକରେ ପିଛା କରୁଥିବାର ଭିଡିଓ ସାମ୍ନାକୁ ଆସିଛି। କାର୍ରେ କିଛି ଏଜେଣ୍ଚ ଆଲୁୱାଲିଆଙ୍କ ପିଛା କରୁଥିବା ବେଳେ ଆଉ ଜଣେ ବାଇକ୍ରେ ପିଛା କରୁଥିବା ଦେଖିବାକୁ ମିଳିଛି। ଏଜେଣ୍ଟ ଜଣଙ୍କ ନିଜ ମୁହଁ ଲୁଚାଇବାକୁ ଯାଇ ହେଲମେଟ୍ ପିନ୍ଧିଥିବା ଦେଖିବାକୁ ମିଳିଛି।
https://twitter.com/ANI/status/1268543914014904322
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।
National
ଶାହଙ୍କୁ ଟାର୍ଗେଟ୍, କେଜ୍ରିଓ୍ୱାଲ କହିଲେ- ବିଜେପି ସତ୍ତାକୁ ଆସିଲେ ଲୋପ ପାଇଯିବ ବସ୍ତି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟିଂ ହେବ। ୮ ତାରିଖରେ ଭୋଟ୍ ଗଣତି ହେବ।
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।