ପ୍ୟାରିସ୍: ପ୍ୟାରିସସ ଆକ୍ରମଣର ସନ୍ଦିଗ୍ଧ ଆତଙ୍କବାଦୀ ମହମ୍ମଦ ଆବ୍ରିନ୍ ଶୁକ୍ରବାର ସ୍ଥାନୀୟ ପୋଲିସ ଦ୍ୱାରା ଗିରଫ ହୋଇଛି। ଏନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି।
ବେଲଜିଆନ୍ର ଏକ ଗଣମାଧ୍ୟମ ରିପୋର୍ଟ ମୁତାବକ ବ୍ରସେଲ୍ସ ବିମାନ ବନ୍ଦରରେ ସିସିଟିଭିରେ କଏଦ ହୋଇଥିବା “ଟୋପି ଦିଆ” ବ୍ୟକ୍ତି ଜଣଙ୍କ ହିଁ ବୋମା ବିସ୍ଫୋରଣ କରିଛି।
ଏନେଇ ତାକୁ ପୋଲିସ ପକ୍ଷରୁ ପଚରା ଉଚରା କରାଯାଉଛି।
ସୂଚନାଯୋଗ୍ୟ, ଗତ ନଭେମ୍ବର ୧୪ରେ ଆତଙ୍କବାଦୀମାନେ ପ୍ୟାରିସ୍ରେ ଆକ୍ରମଣ କରିବାରୁ ୧୨୭ ଜଣ ସାଧାରଣ ଲୋକ ପ୍ରାଣ ହରାଇଥିବା ବେଳେ ୮ଜଣ ଆତଙ୍କୀ ନିହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
National
ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର
ବିସ୍ଫୋରଣ ପଛର କାରଣ ଜଣପଡ଼ି ନଥିବା ବେଳେ ଏବେ ଏଥିପାଇଁ କାନାଡାରେ ରହିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ଗୋଲ୍ଡୀ ବ୍ରାର ନିଜକୁ ଦାୟୀ କରିଛି।
National
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ଘରେ ଲଗାଇ ଦେଲେ ନିଆଁ, ପାଉଁଶ ହେବା ଯାଏ ଛିଡ଼ା ହୋଇ ରହିଲେ
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ସେ ଘରର ଜିନିଷ ଭଙ୍ଗା ରୁଜା କରିବା ସହ ସେଥିରେ ନିଆଁ ଲଗାଇ ଦେଇଛନ୍ତି।
National
ଅଡୁଆରେ ମହାୟୁତି! ଶିବସେନା କହିଲା ଉପମୁଖ୍ୟମନ୍ତ୍ରୀ ପଦ ସ୍ୱୀକାର କରିବେନି ଏକନାଥ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଛି ଛକାପଞ୍ଝା।
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।